ପୁଣି କୂଟନୈତିକ ସଂପର୍କ ସ୍ଥାପନ କରିବେ ଇରାନ-ସାଉଦି ଆରବ

ତେହେରାନ : ବିଶ୍ବର କୂଟନୈତିକ କ୍ଷେତ୍ରରେ ଏକ ମହତ୍ବପୂର୍ଣ୍ଣ ଘଟଣା ଘଟିଛି । ଦୁଇ ପାରମ୍ପରିକ ଶତ୍ରୁ ଦେଶ ଇରାନ ଓ ସାଉଦି ଆରବ କୂଟନୈତିକ ସଂପର୍କ ସ୍ଥାପନ କରିବାକୁ ରାଜି ହୋଇଛନ୍ତି । ଚୀନ ମଧ୍ୟସ୍ଥତାରେ ଉଭୟ ପକ୍ଷ ପରସ୍ପରର…

୪ର୍ଥ ଟେଷ୍ଟ୍ : ଖ୍ବାଜା, ଗ୍ରୀନଙ୍କ ଶତକ, ଅଷ୍ଟ୍ରେଲିଆ ୪୮୦ରେ ଅଲଆଉଟ୍

ଅହମ୍ମଦାବାଦ : ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ଚାଲୁଥିବା ୪ର୍ଥ ଟେଷ୍ଟରେ ଅଷ୍ଟ୍ରେଲିଆ ନିଜର ପ୍ରଥମ ଇନିଂସରେ ୪୮୦ ରନ କରି ଅଲଆଉଟ ହୋଇଯାଇଛି । ଭାରତ ପକ୍ଷରୁ ରବିଚନ୍ଦ୍ରନ ଅଶ୍ବୀନ ୬ଟି ଓ୍ବିକେଟ ନେଇଥିଲେ । ଏହି ମ୍ୟାଚରେ ଅଷ୍ଟ୍ରେଲିଆ…

‘ଟାଟା ‌‌ଷ୍ଟିଲ୍‌’ ତିଆରି କରିବ ‘ବନ୍ଦେ ଭାରତ ଟ୍ରେନ୍‌’; ରେଳ ମନ୍ତ୍ରାଳୟ ସହ ହେଲା ଏମଓୟୁ

ନୂଆଦିଲ୍ଳୀ: ଗତ ୩ ବର୍ଷ ହେବ ଭାରତରେ ଚାଲିବା ଆରମ୍ଭ କରିଥିବା ‘ବନ୍ଦେ ଭାରତ ଟ୍ରେନ୍‌’କୁ ଏ ବର୍ଷ ଦେଶର ଅଗ୍ରଣୀ ଷ୍ଟିଲ୍‌ କମ୍ପାନି ‘ଟାଟା ଷ୍ଟିଲ୍‌’ ନିର୍ମାଣ କରିବ ବୋଲି ସୂଚନା ରହିଛି। କମ୍ପାନି ଆଗାମୀ ବର୍ଷ ସୁଦ୍ଧା ଅତି…

୨୦ ମହଲାରୁ ଖସି ଓୟୋରୁମ୍ସ ପ୍ରତିଷ୍ଠାତା ରିତେଶଙ୍କ ପିତା ରମେଶ ଅଗ୍ରଓ୍ବାଲଙ୍କ ମୃତ୍ୟୁ

ଗୁରୁଗ୍ରାମ୍ : କିଛି ଦିନ ତଳେ ବିବାହ କରିଥିବା ‘ଓୟୋରୁମ୍ସ’ର ପ୍ରତିଷ୍ଠାତା ରିତେଶ ଅଗ୍ରଓ୍ବାଲଙ୍କ ଜୀବନରେ ଦୁଃଖର କଳାବାଦଲ ଘୋଟିଯାଇଛି । ଗୁରୁଗ୍ରାମର ଏକ ଆପାର୍ଟମେଣ୍ଟରୁ ଖସି ତାଙ୍କ ପିତା ରମେଶ ଅଗ୍ରଓ୍ବାଲଙ୍କର ମୃତ୍ୟୁ ହୋଇଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚିବା…

‘କୁକୁର ମାଂସ’କୁ ନେଇ ମହାରାଷ୍ଟ୍ର-ଆସାମ ମୁହାଁମୁହିଁ

ଗୁଆହାଟୀ : ମହାରାଷ୍ଟ୍ରର ଜଣେ ବିଧାୟକଙ୍କ ବିବାଦୀୟ ବୟାନ ଆସାମ ବିଧାନସଭାରେ ହଇଚଇ ସୃଷ୍ଟି କରିଛି। ମହାରାଷ୍ଟ୍ରର ପ୍ରହାର ଜନଶକ୍ତି ପାର୍ଟି ବିଧାୟକ ଓମପ୍ରକାଶ ବାବାରାଓ କାଡୁ ଓରଫ ବଚ୍ଚୁ କାଡୁ ତାଙ୍କ ଏକ ବୟାନରେ ଆସାମବାସୀଙ୍କ ‘କୁକୁର ମାଂସ’ ଖାଇବା…

ମୋ ପରିବାର ଡରିବା ନୁହେଁ, ଲଢ଼ିବା ଜାଣିଛି: ଇଡିର ଚଢ଼ାଉକୁ ନେଇ କହିଲେ ଲାଲୁ ଯାଦବଙ୍କ ଝିଅ ରୋହିଣୀ

ନୂଆଦିଲ୍ଲୀ: ପୂର୍ବ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ ସୋସିଆଲ୍‌ ମିଡିଆରେ ପୋଷ୍ଟ୍‌ କରି ନିଜ ସମସ୍ୟା ଜାହିର କରିବାର ସୁଯୋଗ କେବେ ବି ଛାଡ଼ନ୍ତି ନାହିଁ। ସେ ଆଜି ଅନେକ ଟ୍ବିଟ୍‌ ପୋଷ୍ଟ୍‌ ଜରିଆରେ କେନ୍ଦ୍ର ସରକାର…

ରାଉରକେଲା ଗସ୍ତରେ ମୁଖ୍ୟମନ୍ତ୍ରୀ : ସୁନ୍ଦରଗଡ଼ ଜିଲ୍ଲାବାସୀଙ୍କୁ ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଭେଟି

ରାଉରକେଲା : ଆଜି ଦୁଇ ଦିନିଆ ରାଉରକେଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ରାଉରକେଲା ସହରର ବିର୍ସା ଛକଠାରେ ନିର୍ମିତ ନୂତନ ବିର୍ସା ମୁଣ୍ଡା…

ବସ ଭିତରେ ଶୋଇଥିଲା କଣ୍ଡକ୍ଟର, ନିଆଁ ଲାଗି ଜୀବନ ଗଲା

ବେଙ୍ଗାଲୁରୁ: ବସ ପାର୍କ କରି ଗାଡି ଭିତରେ ଶୋଇଥିଲେ କଣ୍ଡକ୍ଟର। ନିଆଁ ଲାଗିବାରୁ ଗଲା ଜୀବନ। ବେଙ୍ଗାଲୁରୁରେ ଘଟିଛି ଏଭଳି ହୃଦୟ ବିଦାରକ ଘଟଣା। ଲିଙ୍ଗଧିରାନଲ୍ଲୀରେ ଥିବା ବସଷ୍ଟାଣ୍ଡରେ ବେଙ୍ଗାଲୁରୁ ମେଟ୍ରୋପଲିଟାନ ଟ୍ରାନ୍ସପୋର୍ଟ କର୍ପୋରେସନ (ବିଏମଟିସି)ର ଏକ ବସ୍ ଠିଆ ହୋଇଥିବା…

ମୁମ୍ବାଇ ଫିଲ୍ମ ସିଟିରେ ଭୟଙ୍କର ନିଆଁ, ସିରିଏଲ ସୁଟିଂ ସେଟ୍ ଜଳିପୋଡ଼ି ପାଉଁଶ

ମୁମ୍ବାଇ : ମୁମ୍ବାଇର ପ୍ରସିଦ୍ଧ ଷ୍ଟୁଡିଓ ଫିଲ୍ମ ସିଟିରେ ସୁଟିଂ ହେଉଥିବା ଧାରାବାହିକ ‘ଗୁମ୍ ହୈ କିସି କେ ପ୍ୟାର୍’ର ସେଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଗୋରେଗାଓଁ ପୂର୍ବରେ ଥିବା ଫିଲ୍ମ ସିଟିରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ସେଟରେ…

ଟିଏମସି ନେତା ଅନୁବ୍ରତ ମଣ୍ଡଳଙ୍କ ରିମାଣ୍ଡ ଅବଧି ବୃଦ୍ଧି

କୋଲକାତା : ଗୋରୁ ଚୋରା ଚାଲାଣ ମାମଲାରେ ଟିଏମସି ନେତା ଅନୁବ୍ରତ ମଣ୍ଡଳଙ୍କର ରିମାଣ୍ଡ ଅବଧି ବୃଦ୍ଧି ହୋଇଛି। ଦିଲ୍ଲୀର ଏକ କୋର୍ଟ ଏହି ମାମଲାର ଶୁଣାଣି କରି ତାଙ୍କୁ ଆଉ ୧୧ ଦିନିଆ ରିମାଣ୍ଡରେ ନେବାକୁ ଇଡିକୁ ଅନୁମୋଦନ ଦେଇଛନ୍ତି।…