ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍
ଭୁବନେଶ୍ବର : ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ। ରାଜ୍ୟର ୧୮ଟି ସ୍ଥାନରେ ଚଢ଼ାଉ ହେଉଥିବା ବେଳେ କେନ୍ଦୁଝର ଜିଲ୍ଲାରେ ୬ଟି ସ୍ଥାନ ସହିତ କଲେଜ ରୋଡ଼ ବିଣିଆପାଟ, ବଜାଜ ସୋ’ରୁମ, ହୋଟେଲ ଇଣ୍ଡିଆଠାରେ…
ଘରୋଇ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧିକୁ ନେଇ ବିଜୁ ମହିଳା ଜନତା ଦଳର ପ୍ରତିବାଦ
ଭୁବନେଶ୍ୱର : ଘରୋଇ ଏଲପିଜି ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇଲା ବିଜେଡି । ଦର ବୃଦ୍ଧିକୁ ବିରୋଧ କରି ରାଜଭବନ ଆଗରେ ବିକ୍ଷୋଭ କରିଛି ବିଜୁ ମହିଳା ଜନତା ଦଳ । ଏହାସହ ପ୍ରତିବାଦ ସଭା ମାଧ୍ୟମରେ…
ମହିଳା ସଶକ୍ତିକରଣ କେବଳ ସ୍ଲୋଗାନ ନୁହେଁ, ଏହା ଏକ ବାସ୍ତବତା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରଠାରେ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ଏକ ସପ୍ତାହ ବ୍ୟାପୀ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ସାଧାରଣ ଜୀବନରେ ଯେଉଁ କୋଟି କୋଟି ମା ସଂଗ୍ରାମ…
ଗୋପାଳର ମାନସିକ ସ୍ଥିତି ଯାଞ୍ଚ ନେଇ କ୍ରାଇମବ୍ରାଞ୍ଚର ଆବେଦନ ଖାରଜ
ଝାରସୁଗୁଡ଼ା: କ୍ରାଇମ୍ବ୍ରାଞ୍ଚକୁ ଅଦାଲତି ଝଟକା ମିଳିଛି। ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋପାଳକୃଷ୍ଣ ଦାସର ମାନସିକ ସ୍ଥିତ ଯାଞ୍ଚ ପାଇଁ ବାଙ୍ଗାଲୁରୁର ନିମହାନ୍ସରେ ମେଡିକାଲ ଟେଷ୍ଟ କରିବାକୁ କ୍ରାଇମବ୍ରାଞ୍ଚ କରିଥିବା ଆବେଦନକୁ ଝାରସୁଗୁଡ଼ା ଅତିରିକ୍ତ ଜିଲ୍ଲା…
ମୂର୍ତ୍ତିଚୋର ଗ୍ୟାଙ୍ଗର ୪ ସଦସ୍ୟ ଗିରଫ, ୩୧ ମୂଲ୍ୟବାନ ମୂର୍ତ୍ତି ଓ ନମ୍ବର ବିହୀନ ବାଇକ୍ ଜବତ
ଯାଜପୁର: ବିଭିନ୍ନ ମନ୍ଦିରରୁ ମୂଲ୍ୟବାନ ମୂର୍ତ୍ତି ଚୋରି କରୁଥିବା ଗ୍ୟାଙ୍ଗଙ୍କୁ ଯାଜପୁର ପୁଲିସ ଠାବ କରିଛି। ପୁଲିସ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ୩୧ଟି ମୂର୍ତ୍ତି ଜବତ କରିଛି। ଅଭିଯୁକ୍ତମାନେ ହେଲେ ଅରବିନ୍ଦ କୁମାର ସିଂହ…
‘ମନୀଷ ସିସୋଦିଆଙ୍କ ଚିତ୍ର ଆଙ୍କ, ନଚେତ ଫେଲ କରିଦେବୁ’ ସ୍କୁଲ ପିଲାଙ୍କୁ ମିଳିଲାଣି ଧମକ!
ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଗିରଫ ହେବା ପରେ ଆଦମୀ ପାର୍ଟି ନିଜର ଭାବମୂର୍ତ୍ତିକୁ ସୁଦୃଢ କରିବା ପାଇଁ ଅଣ୍ଟା ଭିଡିଛି । ଅନ୍ୟପକ୍ଷରେ, ଦିଲ୍ଲୀ ବିଜେପି ପକ୍ଷରୁ ଆମ୍ ଆଦମୀ ପାର୍ଟି ଉପରେ ଏକ ବଡ ଅଭିଯୋଗ…
ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସତ୍ୟବ୍ରତ ମୁଖାର୍ଜୀ
କୋଲକତା: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ନେତା ସତ୍ୟବ୍ରତ ମୁଖାର୍ଜୀଙ୍କର ୯୧ ବର୍ଷ ବୟସରେ ପରଲୋକ ହୋଇଛି। କଲିକତାର ବାଲିଗଞ୍ଜଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅଟଳ ବିହାରୀ ବାଜପେୟୀଙ୍କ ପ୍ରଧାନମନ୍ତ୍ରିତ୍ବ ସମୟରେ ସତ୍ୟବ୍ରତ ମୁଖାର୍ଜୀ କେନ୍ଦ୍ରମନ୍ତ୍ରୀ ଥିଲେ…
ଚର୍ଚ୍ଚାରେ ବିବାଦୀୟ ଧର୍ମଗୁରୁ ନିତ୍ୟାନନ୍ଦଙ୍କ ତଥାକଥିତ ଦେଶ ’ୟୁନାଇଟେଡ୍ ଷ୍ଟେଟ୍ସ ଅଫ୍ କୈଳାସ’
ନୂଆଦିଲ୍ଲୀ: ବିବାଦୀୟ ଧର୍ମଗୁରୁ ନିତ୍ୟାନନ୍ଦଙ୍କ ତଥାକଥିତ ଦେଶ ‘ୟୁନାଇଟେଡ୍ ଷ୍ଟେଟ୍ସ ଅଫ୍ କୈଳାସ’ (ୟୁଏସ୍କେ)ର ପ୍ରତିନିଧିମାନେ ଗତ ମାସରେ ମିଳିତ ଜାତିସଂଘ ବୈଠକରେ ଯୋଗ ଦେବା ପରେ ୟୁଏସ୍କେକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଦୁଷ୍କର୍ମ ଓ ଅପହରଣ ଅଭିଯୋଗରେ ନିତ୍ୟାନନ୍ଦ…
ଭାରତ ପାଇବ ବିଶ୍ବର ସବୁଠାରୁ ଶକ୍ତିଶାଳୀ ଡ୍ରୋନ, ଖୁବଶୀଘ୍ର ଭାରତ-ଆମେରିକା ଚୁକ୍ତି
ନୂଆଦିଲ୍ଲୀ : ଚୀନ ବିପଦର ମୁକାବିଲା ପାଇଁ ଭାରତ ନିଜର ଅସ୍ତ୍ରାଗାରରେ ଅତ୍ୟାଧୁନିକ ଲଢୁଆ ଡ୍ରୋନ ସାମିଲ କରିବାକୁ ଉଦ୍ୟମ କରିଚାଲିଛି । ଆମେରିକାଠାରୁ ବିଶ୍ବର ସବୁଠାରୁ ଶକ୍ତିଶାଳୀ ଲଢୁଆ ଡ୍ରୋନ ଏମକ୍ୟୁ-୯ବି ଡ୍ରୋନ କିଣିବାକୁ ଭାରତ ସରକାର ଆସନ୍ତା କିଛି…
କରୋନା ବେଳେ ପାରୋଲରେ ଯାଇଥିଲେ, କିନ୍ତୁ ଆଉ ଜେଲ ଫେରିନାହାନ୍ତି ୪୦୦ କଏଦୀ
ମୁମ୍ବାଇ : ମହାମାରୀ କରୋନା ସଂକ୍ରମଣ ବେଳେ ଦେଶର ବିଭିନ୍ନ ଜେଲରୁ କିଛି କଏଦୀଙ୍କୁ ପାରୋଲରେ ଛାଡ଼ିବାକୁ ନିଷ୍ପତ୍ତି ହୋଇଥିଲା। ଏହିକ୍ରମରେ ମହାରାଷ୍ଟ୍ର ଜେଲରେ ଥିବା ୪,୨୫୩ ଜଣଙ୍କୁ କର୍ତ୍ତୃପକ୍ଷ ପାରୋଲରେ ଛାଡ଼ିଥିଲେ। ସେମାନଙ୍କୁ ଠିକ ସମୟରେ ଆସି ଆତ୍ମସମର୍ପଣ କରିବାକୁ…