ରନୱେରୁ ବାହାରକୁ ଚାଲିଗଲା କାର୍ଗୋ ବିମାନ : ୫ ମୃତ, ୫ ଆହତ
ନୂଆଦିଲ୍ଲୀ: ରନୱେରୁ ବାହାରିଗଲା କାର୍ଗୋ ବିମାନ । ମିଆମି ଅନ୍ତର୍ଜାତୀୟ ବିମାନବନ୍ଦରରେ ଆମାଜନ ପ୍ରାଇମ ଏୟାରର କାର୍ଗୋ ବିମାନ ରନୱେରୁ ବାହାରକୁ ଚାଲିଗଲା । ଫଳରେ ୫ ଜଣଙ୍କ ମୃତ୍ୟୁ ଏବଂ ୫ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣାରେ 21…
ମସ୍କୋରେ ଭାରତୀୟ ଇଞ୍ଜିନିୟରଙ୍କୁ ଅଟକ: ପିଏମ୍ ମୋଦୀଙ୍କ ସହାୟତା ଲୋଡ଼ିଲେ ସ୍ତ୍ରୀ
ମସ୍କୋ: ରଷିଆରେ ଜଣେ ଭାରତୀୟ ଇଞ୍ଜିନିୟରଙ୍କୁ ଅଟକ ରଖାଯିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଉତ୍ତର ପ୍ରଦେଶର କାନପୁର ନିବାସୀ ଚନ୍ଦନ ଗୁପ୍ତା ନାମକ ଜଣେ ଇଞ୍ଜିନିୟରଙ୍କୁ ରୁଷିଆ ପୋଲିସ ଅଟକ ରଖିଥିବା ନେଇ ତାଙ୍କ ସ୍ତ୍ରୀ ସ୍ନେହା ଗୁପ୍ତା…
ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା: ମୃତ୍ୟୁସଂଖ୍ୟା ୭ରେ ପହଞ୍ଚିଲା, ୧୨ ଉଦ୍ଧାର
ନୂଆଦିଲ୍ଲୀ : ନୂଆଦିଲ୍ଲୀର ସତ୍ୟ ନିକେତନରେ ୫ ମହଲା କୋଠା ଭୁଶୁଡ଼ି ମୃତ୍ୟୁସଂଖ୍ୟା ୭ରେ ପହଞ୍ଚିଛି । ଏପର୍ଯ୍ୟନ୍ତ ୧୨ ଜଣଙ୍କୁ ଉଦ୍ଧାର କରାଯାଇଛି । NDRF, ଦିଲ୍ଲୀ ଅଗ୍ନିଶମ ସେବା ଏବଂ ଦିଲ୍ଲୀ ପୋଲିସ ମିଳିତ ଭାବେ ଉଦ୍ଧାର କାର୍ଯ୍ୟ…
ଲାଞ୍ଚ ନେବା ବେଳେ ଦୁଇ ରାଜସ୍ୱ ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ
କଟକ : କିସମ ପରିବର୍ତ୍ତନ କରି ଜମି ପଟ୍ଟା ଯୋଗାଇ ଦେବା ପାଇଁ ଲାଞ୍ଚ ନେଇ ଦୁଇ ରାଜସ୍ୱ ଅଧିକାରୀ ଭିଜିଲାନ୍ସ ଜାଲରେ । ପୁରୀ ଜିଲ୍ଲା ପିପିଲି ତହସିଲ ଅଧୀନ ସିଉଳା ଆର୍ ଆଇ ସର୍କଲର ରାଜସ୍ୱ ନିରୀକ୍ଷକ କଲ୍ୟାଣୀ…
କମିଶନରେଟ ପୋଲିସର ବଡ଼ ଆକ୍ସନ, ହତ୍ୟା ଅଭିଯୁକ୍ତ ଘରେ ଚଢିଲା ବୁଲଡୋଜର
ଭୁବନେଶ୍ବର : ଆକ୍ସନ ମୁଡ଼ରେ କମିଶନରେଟ ପୋଲିସ । ଅପରାଧି ଘରେ ଚଢିଲା ବୁଲଡୋଜର । ଭୁବନେଶ୍ବର ଲିଙ୍ଗରାଜ ଥାନା ଗାୟତ୍ରୀ ବସ୍ତିରେ ପୋଲିସର ଜବରଦଖଲ ଉଛେଦ ଜାରି । ଜିତୁ କାଣ୍ଡି ହତ୍ୟା ମାମଲାରେ ଯେଉଁଠି ହତ୍ୟା କରାଯାଇଥିଲା ।…
ଅନଲାଇନ ହେବ ଆଦିବାସୀ ଜମି ହସ୍ତାନ୍ତର ଓ ଦଖଲ ମାମଲା, ରାଜସ୍ୱ ସେବାକୁ ସ୍ୱଚ୍ଛ ଓ ସରଳ କରିବାକୁ ସରକାରଙ୍କ ପଦକ୍ଷେପ
ଭୁବନେଶ୍ୱର : ଏଣିକି ଅନ୍ ଲାଇନ ହେବ ଆଦିବାସୀ ଜମି ହସ୍ତାନ୍ତର ଓ ଦଖଲ ମାମଲା। ରାଜସ୍ୱ ସେବାକୁ ଅଧିକ ସ୍ୱଚ୍ଛ, ସରଳ ଓ ସମୟୋଚିତ କରିବାକୁ ଏହି ପଦକ୍ଷେପ ନେଇ ରାଜ୍ୟ ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ…
ଜନ ଅଭିଯୋଗ ଶୁଣାଣି ବେଳେ ଶିବିର ଆଗରେ ପରିବାର ସହ ବିଷ ବୋତଲ ଧରି ବସିଲେ ଅଭିଯୋଗକାରୀ
ରାୟଗଡା : ଜନ ଅଭିଯୋଗ ଶୁଣାଣିରେ ଅଭାବନୀୟ ଦୃଶ୍ୟ। ଶିବିର ଆଗରେ ବିଷ ବୋତଲ ଧରି ବସିଲେ ପରିବାର। ଜମିବାଡ଼ି ଘଟଣାକୁ ନେଇ ପରିବାରକୁ ନିର୍ଯାତନା ଅଭିଯୋଗରେ ଏହି ପଦକ୍ଷେପ ନେଇଛନ୍ତି ପରିବାର। ଏଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଅଞ୍ଚଳରେ…
ସୁପ୍ରିମକୋର୍ଟରେ ପୁଣି ଘୁଞ୍ଚିଲା ଡିଜିପି ନିଯୁକ୍ତି ଶୁଣାଣି, ଆସନ୍ତା ୧୬ରେ ରାୟ
ଭୁବନେଶ୍ବର: ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତି ପ୍ରକ୍ରିୟାକୁ ନେଇ ଲାଗିରହିଛି ଦ୍ୱନ୍ଦ । ଏହାରି ଭିତରେ ସୁପ୍ରିମକୋର୍ଟରେ ଡିଜିପି ନିଯୁକ୍ତି ଶୁଣାଣି ପୁଣି ଘୁଞ୍ଚିଲା । ଆସନ୍ତା ୧୬ ତାରିଖରେ ଶୁଣାଣି ପାଇଁ ଦିନଧାର୍ଯ୍ୟ । ଏନେଇ ସୂଚନା ଦେଲେ…
ଚଳିତ ବର୍ଷ ଧାନ ବିକ୍ରି ପାଇଁ ରେକର୍ଡ ସଂଖ୍ୟକ ଚାଷୀଙ୍କ ପଞ୍ଜୀକରଣ
ଭୁବନେଶ୍ୱର : ଚଳିତ ବର୍ଷ ଧାନ ବିକ୍ରି ପାଇଁ ରେକର୍ଡ ସଂଖ୍ୟକ ଚାଷୀ ପଞ୍ଜୀକରଣ କରିଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୧.୪୨ ଲକ୍ଷ ଚାଷୀ ଧାନ ବିକ୍ରି ପାଇଁ ନିଜ ନାମ ପଞ୍ଜୀକରଣ କରିଥିବା ସୂଚନା ମିଳିଛି । ଧାନ…
ଶିକ୍ଷା ବ୍ୟବସ୍ଥାରେ ଆସିବ ବଡ଼ ପରିବର୍ତ୍ତନ, ଦଶମ-ଦ୍ବାଦଶ ହେବ ଗୋଟିଏ ବୋର୍ଡ
ଭୁବନେଶ୍ୱର : ଓଡ଼ିଶାର ଶିକ୍ଷା ବ୍ୟବସ୍ଥାରେ ଆସିବ ବଡ଼ ପରିବର୍ତ୍ତନ । ବଦଳିବ ଦଶମ ପାଠ୍ୟକ୍ରମ । ଦଶମ-ଦ୍ବାଦଶ ହେବ ଗୋଟିଏ ବୋର୍ଡ । ମୁକ୍ତ ବିଦ୍ୟାଳୟରେ ହେବ ଯୁକ୍ତ ୨ ପାଠ୍ୟକ୍ରମ । ୧୮ ବର୍ଷ ଯାଏ ମୁକ୍ତ ବିଦ୍ୟାଳୟରେ…