ଖେଳ ପଡ଼ିଆରେ ପଶି ଫୁଟବଲ୍ ଖେଳିଲା ହାତୀ !

ମୟୂରଭଞ୍ଜ: ଫୁଟବଲ ଖେଳିଲା ହାତୀ । ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁରରେ ଥମୁନି ହାତୀ ଉପଦ୍ରବ । ରାତିରେ ଚାଷଜମିରେ ପଶି ଫସଲ ନଷ୍ଟ କରିବା ସହ ବ୍ୟାପକ କ୍ଷୟକ୍ଷତି କରୁଛନ୍ତି । ଗତକାଲି ହାତୀଟି ଏକ ଟ୍ରାକ୍ଟରକୁ ଆଣି ଭାଙ୍ଗିଥିଲା ।…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ତେଣ୍ଟାରେ ଭୁଷି ହତ୍ୟା କଲା ସ୍ଵାମୀ

ଜଗତସିଂହପୁର: ଜଗତସିଂହପୁର ଥାନା ଅଧିନ ଯକୋଟି ପଞ୍ଚାୟତ ବଳରାମପୁର ଗାଁରେ ଗତ ରାତିରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି । ବିଳମ୍ବିତ ରାତିରେ ନିଶାସକ୍ତ ଅବସ୍ଥାରେ ସ୍ୱାମୀ ବାଦଲ ଓରଫ ଦିଗମ୍ବର ସ୍ୱାଇଁ ନିଜ ସ୍ତ୍ରୀ ପୁଷ୍ପାଲତା ସ୍ବାଇଁଙ୍କ ବେକକୁ…

୯ରୁ ବଢ଼ିବ ବର୍ଷା, ତାତି ଓ ଗୁଳୁଗୁଳିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ବର: ୧୦ରେ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା । ନେଇପାରେ ଗଭୀର ଅବପାତର ରୂପ । ୧୩ ଜିଲ୍ଲାରେ ପ୍ରବଳ ବର୍ଷା । ଏବେ ସକାଳ ୮ଟା ପରେ ମାଡ଼ି ଆସୁଛି ଖରା । ୧୦ଟା ବେଳକୁ ଟାଣ ଖରା ।…

ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, ପରିବାରକୁ ମିଳିବ ସହାୟତା ରାଶି

ଭୁବନେଶ୍ୱର: ଓଡ଼ିଶାର କାର୍ଯ୍ୟରତ ସାମ୍ବାଦିକମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ ବୋଲି କହିଛନ୍ତି । ସାମ୍ବାଦିକମାନେ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବେ ସମାଜର ବିଭିନ୍ନ ଘଟଣା ଓ ସମସ୍ୟାକୁ ଲୋକଲୋଚନକୁ ଆଣିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଉଛନ୍ତି । ସେମାନଙ୍କ ଏହି…

ପାର୍କ ପାଚେରି କଡ଼ରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗରେ ସ୍ୱାମୀ ଅଟକ

ସମ୍ବଲପୁର: ସମ୍ବଲପୁରରେ ଚାଞ୍ଚଲ୍ୟ। ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟରେ ଜଣେ ମହିଳାଙ୍କୁ ବିଭତ୍ସ ହତ୍ୟା l ମହିଳାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଛି । ମୃତ ମହିଳା ହେଲେ ହୀନା ବେଗମ…

ପାରଳାଖେମୁଣ୍ଡି ସବଜେଲରେ କଏଦୀଙ୍କର ମୃତ୍ୟୁ; ଉଚ୍ଚସ୍ତରୀୟ ତଦନ୍ତ ଦାବି

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସବ ଜେଲରେ ଜଣେ ବିଚାରଧୀନ କଏଦୀ (UTP)ଙ୍କ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ମୃତକ ହେଉଛନ୍ତି ରାୟଗଡ ଥାନା ଅନ୍ତର୍ଗତ ଜିରାଙ୍ଗ ଗ୍ରାମ ତାଙ୍କଲା ସାହିର ରୁନା ବଡ଼ ରଇତ(୩୧)। ଅଗଷ୍ଟ ୧୦ ତାରିଖରେ…

ସ୍ଥଗିତ ରହିଲା ଶିକ୍ଷକ ଆନ୍ଦୋଳନ: ସରକାରଙ୍କ ଆଶ୍ୱାସନା ପରେ ଧାରଣାରୁ ଓହରିଲା ସମନ୍ଵୟ ସମିତି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଲୋୟର ପିଏମଜିଠାରେ ନିଜର ଦୀର୍ଘଦିନର ଦାବି ପୂରଣ ନେଇ ଚାଲିଥିବା ଶିକ୍ଷକ ଆନ୍ଦୋଳନ ଶେଷରେ ୨୧ ଦିନ ପରେ ସ୍ଥଗିତ ରଖାଯାଇଛି । ରାଜ୍ୟ ସରକାରଙ୍କ ହସ୍ତକ୍ଷେପ ଏବଂ ନିର୍ଦ୍ଦିଷ୍ଟ ପ୍ରତିଶ୍ରୁତି ପରେ ଆନ୍ଦୋଳନକାରୀ ଶିକ୍ଷକମାନେ ଧାରଣାରୁ…

ସିବିଆଇ ପଞ୍ଝାରେ ଜି ଗ୍ରୁପ୍‌ର ପ୍ରତିଷ୍ଠାତା ସୁଭାଷ ଚନ୍ଦ୍ରା ! ଠକେଇ ଅଭିଯୋଗରେ ମାମଲା

ନୂଆଦିଲ୍ଲୀ: ଜି ଗ୍ରୁପ୍‌ର ପ୍ରତିଷ୍ଠାତା ସୁଭାଷ ଚନ୍ଦ୍ରାଙ୍କୁ ନେଇ ଏବେ ଚର୍ଚ୍ଚା ବଢ଼ିଛି । CBI ଏସେଲ ଗ୍ରୁପର ପ୍ରତିଷ୍ଠାତା ସୁଭାଷ ଚନ୍ଦ୍ରଙ୍କ ସମେତ ଅନ୍ୟ ୪ଜଣଙ୍କ ବିରୋଧରେ ଠକେଇ ମାମଲା ରୁଜୁ କରିଛି । ଏହି ମାମଲାରେ ୧,୩୨୨ କୋଟିରୁ…

ଓଡିଶାରୁ ୪ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର

ଭୁବନେଶ୍ବର: ଗୁରୁ ଦିବସ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସାରା ଦେଶର ଅସାଧାରଣ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିଛନ୍ତି। ବିଦ୍ୟାଳୟ ଶିକ୍ଷା, ଉଚ୍ଚ ଶିକ୍ଷା ଏବଂ ବୈଷୟିକ ତାଲିମ କ୍ଷେତ୍ରରେ ୮୨…

ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଡିଭିଜନ୍‌ AEE ଅନୁପମା ସାହୁ, ୩ଟି ସ୍ଥାନରେ ରେଡ୍‌

କେନ୍ଦ୍ରାପଡା: ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଏକ୍‌ଜିକ୍ୟୁଟିଭ୍ ଇଞ୍ଜିନିୟର (AEE) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ ନଗଦ ୩ ଲକ୍ଷ ୧୫ ହଜାର ଟଙ୍କା ଜବତ କରାଯିବା ସହ ଉକ୍ତ ଟଙ୍କା ରଖାଯାଇଥିବା ଅଫିସ୍ ଗାଡ଼ିକୁ ମଧ୍ୟ…