କାଶ୍ମୀର ସୁରକ୍ଷା ବାହିନୀ ଗୁଳିରେ ପାକିସ୍ତାନୀ ଏଲଇଟି କମାଣ୍ଡର ନିହତ

ଜମ୍ମୁ କାଶ୍ମୀର : ଆଜି ଜମ୍ମୁ କାଶ୍ମୀରର ବଡଗାମ ଜିଲ୍ଲାରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ଲସ୍କର-ଏ-ତୈବା (ଏଲଇଟି)ର ଜଣେ ପାକିସ୍ତାନୀ କମାଣ୍ଡର ନିହତ ହୋଇଛି । ଏହି ଏନକାଉଣ୍ଟର ସେତେବେଳେ ଆରମ୍ଭ ହୋଇଥିଲା ଯେତେବେଳେ ସ୍ପେଶାଲ ଫୋର୍ସ ଏବଂ ୫୩…

ଗୁରୁ ଦିବସରେ ଶିକ୍ଷକଙ୍କୁ ମୋଦିଙ୍କ ମନ୍ତ୍ର: ବହିରୁ ବାହାରି ପିଲାଙ୍କ ପ୍ରତିଭାକୁ ଚିହ୍ନନ୍ତୁ

ନୂଆଦିଲ୍ଲୀ : ଆଜି ସେପ୍ଟେମ୍ବର ୫ ତାରିଖ, ଯାହାକୁ ଗୁରୁ ଦିବସ ରୂପେ ପାଳନ କରାଯାଏ । ଏହି ଗୁରୁ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ନ୍ୟାସନାଲ ଟିଚର୍ସ ଆୱାର୍ଡ ୱିନରଙ୍କ ସହ କଥା ହୋଇଥିଲେ । ଏହି ସମୟରେ ପ୍ରଧାନମନ୍ତ୍ରୀ…

ସାମରିକ ଘାଟିରେ ଭୟଙ୍କର ବିସ୍ଫୋରଣ, ଚାଲିଗଲା ୧୦ ଜୀବନ

ନୂଆଦିଲ୍ଲୀ: ଶୁକ୍ରବାର ଦିନ ବୋଲିଭିଆର ଏକ ସୈନ୍ୟ ବାରାକରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି । ଏହି ଦୁର୍ଘଟଣାରେ ପ୍ରାୟ ୧୦ ଜଣଙ୍କର ମୃତ୍ୟୁ ଘଟିବା ସହ ଡଜନ ଡଜନ ଲୋକ ଆହତ ହୋଇଛନ୍ତି । ଫଳରେ ଲୋକେ ଭୟରେ ଦୌଡାଦୌଡି…

ଝିଅଙ୍କ ପାଠପଢ଼ା ଲାଗି ୩ ହଜାର ଟଙ୍କାର ପୁରସ୍କାର ଜିତିବାକୁ ଖାଲି ପାଦରେ ଦୌଡ଼ିଲେ ମା’, ସହାୟତାର ହାତ ବଢ଼ାଇଲା ସାରା ଦେଶ

ନୂଆଦିଲ୍ଲୀ: ଦେଶର ହୃଦୟ ଜିତିଲା ରମାବାଇଙ୍କ ସଂଘର୍ଷ । ଝିଅଙ୍କ ପାଠପଢ଼ା ପାଇଁ ଖାଲି ପାଦରେ ଦୌଡ଼ିଲେ ରମାବାଇ । ସହାୟତାର ହାତ ବଢ଼ାଇଲା ସାରା ଦେଶ । ଶାଢ଼ି ପିନ୍ଧି ଖାଲି ପାଦରେ ଦୌଡ଼ିଥିବା ଜଣେ ୪୭ ବର୍ଷୀୟା ବିଧବା…

ଇରାନର ‘ପିକଏକ୍ସ ମାଉଣ୍ଟେନ୍ ଉପରେ ଆକ୍ରମଣ କରିବ ଆମେରିକା, ଟ୍ରମ୍ପଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଆମେରିକା ଖୁବଶୀଘ୍ର ଇରାନର ‘ପିକଏକ୍ସ ମାଉଣ୍ଟେନ୍’ ଉପରେ ଆକ୍ରମଣ କରିପାରେ । ଏହା ଇରାନର ଏକ ଅତ୍ୟନ୍ତ ସୁରକ୍ଷିତ ଭୂତଳ ତଳେ ଥିବା ପରମାଣୁ କେନ୍ଦ୍ର ବୋଲି କୁହାଯାଉଛି । ଇରାନର…

କାରକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ୮ ଛାତ୍ରଙ୍କ ଜୀବନ

ତ୍ରିସୁର : କେରଳମରେ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ୮ ଜଣଙ୍କର ମୃତ୍ୟ ହୋଇଛି । କେରଳମର ଥ୍ରିସୁର ଜିଲ୍ଲା ପନାମବିକୁନୁରେ ଏକ କାର ସହ ଟ୍ରକର ଧକ୍କା ହେବାରୁ ଘଟଣାସ୍ଥଳରେ ୮ ଜଣଙ୍କ ମୃତ୍ୟୁ ଘଟିଛି ।…

୨୦୨୭ ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ !

ଭୁବନେଶ୍ୱର: ଆସନ୍ତା ବର୍ଷ ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ। ପଞ୍ଚାୟତ ନିର୍ବାଚନ ପାଇଁ କମିଶନ ଜୋରସୋରରେ ପ୍ରସ୍ତୁତି ଚଳାଇଥିବା ସେ କହିଛନ୍ତି।…

ଝାରସୁଗୁଡ଼ା ପୌରପାଳିକାରେ ୪୦ ଲକ୍ଷ ଟଙ୍କା ଆତ୍ମସାତ ଅଭିଯୋଗ, ପୌରାଧ୍ୟକ୍ଷାଙ୍କୁ ଭିଜିଲାନ୍ସ ନୋଟିସ୍

ଝାରସୁଗୁଡ଼ା: ଝାରସୁଗୁଡ଼ା ପୌରପାଳିକାରେ ଆର୍ଥିକ ଅନିୟମିତତାକୁ ନେଇ ଏବେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ୨୦୨୩-୨୪ ଏବଂ ୨୦୨୪-୨୫ ଆର୍ଥିକ ବର୍ଷ ମଧ୍ୟରେ ସରକାରୀ ପାଣ୍ଠିରୁ ପ୍ରାୟ ୪୦ ଲକ୍ଷ ଟଙ୍କା ଆତ୍ମସାତ ବା ହେରଫେର ହୋଇଥିବା ନେଇ ଗମ୍ଭୀର ଅଭିଯୋଗ ଆସିବା…

ମିଲ୍ ଖାଲି ନହେଲେ ଖରିଫ୍ ଧାନ କିଣା ହେବ କେମିତି ? FCI ସମସ୍ୟା ନେଇ ସମବାୟ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ବର : ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ପରେ FCI ସମସ୍ୟା କଥା ଉଠାଇଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ । ମନ୍ତ୍ରୀ କହିଛନ୍ତି, FCI ଚାଉଳ ଉଠାଉନଥିବାରୁ ସରକାରଙ୍କ ଚିନ୍ତା ବଢ଼ିଛି । କାରଣ ମିଲ୍ ଖାଲି ନହେଲେ…

ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅତୁଳନୀୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୋସିଆଲ ମିଡିଆରେ ଅଧିକ ସମୟ ନଷ୍ଟ ନକରିବାକୁ, ଅପପ୍ରଚାରର ବଶବର୍ତ୍ତୀ ନହୋଇ ଏକମନ ଓ ଏକପ୍ରାଣ ହୋଇ ପାଠ ପଢ଼ିବାକୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁ ଦିବସ ଅବସରରେ ଛାତ୍ରଛାତ୍ରୀଙ୍କୁ ବୁଝାଇ ପରାମର୍ଶ ଦେଇଛନ୍ତି। କଟକସ୍ଥିତ…