ମ୍ୟାଲେରିଆ ଔଷଧ ଖାଇ ଶିଶୁ ମୃତ: ୫୦ରୁ ଅଧିକ ଅସୁସ୍ଥ
ଅମରାବତୀ: ଆନ୍ଧ୍ରପ୍ରଦେଶର ପୋଲାଭରମ୍ ଅନ୍ତର୍ଗତ ଗୋଲ୍ଲାଗୁପ୍ପା ଗ୍ରାମରେ ମ୍ୟାଲେରିଆ ନିରୋଧକ ‘କ୍ଲୋରୋକ୍ୱିନ୍’ ବଟିକା ଖାଇବା ପରେ ଜଣେ ୭ ବର୍ଷୀୟ ସ୍କୁଲ ଛାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଅଧିକ ଲୋକ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥମାନଙ୍କ ମଧ୍ୟରେ ୪୦ରୁ ଅଧିକ…
ପ୍ରଧାନମନ୍ତ୍ରୀ ଜନ ଔଷଧି ଯୋଜନା: ବିନା ଫାର୍ମାସୀ ଡିଗ୍ରୀରେ ଖୋଲିପାରିବେ ଔଷଧ ଦୋକାନ
ଭୁବନେଶ୍ୱର: ସାଧାରଣ ଗରିବ ଲୋକଙ୍କୁ ଶସ୍ତାରେ ଉନ୍ନତମାନର ଜେନେରିକ୍ ଔଷଧ ଯୋଗାଇଦେବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଥିବା ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି ପରିଯୋଜନା ଏବେ ଯୁବବର୍ଗଙ୍କ ପାଇଁ ରୋଜଗାରର ଏକ ନୂଆ ମାଧ୍ୟମ ପାଲଟିଛି । ସ୍ୱଳ୍ପ ପୁଞ୍ଜି ବିନିଯୋଗ କରି…
ବରିଷ୍ଠ ନାଗରିକ ତୀର୍ଥଯାତ୍ରା: ବାରଣାସୀ-ଅଯୋଧ୍ୟା ଯାଉଥିବା ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର: ଭୁବନେଶ୍ୱର ନ୍ୟୁ ରେଳ ଷ୍ଟେସନ (ପଟିଆ) ଠାରେ ଆଜି ମୁଖ୍ୟମନ୍ତ୍ରୀ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅଧୀନରେ ୭୮୫ ଜଣ ଯୋଗ୍ୟ ତୀର୍ଥଯାତ୍ରୀଙ୍କୁ ଓଡିଶାରୁ ବାରଣାସୀ-ଅଯୋଧ୍ୟା ନେଇ ଯାଉଥିବା ଏକ ସ୍ୱତନ୍ତ୍ର ଟ୍ରେନ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ…
ଆକ୍ସନ ମୋଡରେ ପୋଲିସ, ପାର୍ବଣ ପୂର୍ବରୁ ବନ୍ଧା ହେଲା ହାର୍ଡକୋର କ୍ରିମିନାଲ
ଭୁବନେଶ୍ୱର : ପାର୍ବଣ ପୂର୍ବରୁ ଆକ୍ସନ ମୋଡରେ ପୋଲିସ । ମହଙ୍ଗା ପଡିଲା ଖଣ୍ଡା ବୁଲାଇବା । ଧରାପଡ଼ିଲା ହାର୍ଡକୋର କ୍ରିମିନାଲ । ଦୁର୍ଦ୍ଦାନ୍ତ ଅପରାଧି ବାପି ସ୍ବାଇଁ ଗିରଫ। ବୁଦ୍ଧ ବିହାର ଖଣ୍ଡା ବୁଲା ଘଟଣାରେ ଗିରଫ କଲା ପୋଲିସ୍…
ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ, ପାସ୍ ହାର ୬୪.୪୮ %
କଟକ : ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା OTET-୨୦୨୬ର ଫଳ ପ୍ରକାଶ ପାଇଛି। ଜୁଲାଇ ୫ରେ ଅନୁଷ୍ଠିତ ପରୀକ୍ଷାରେ ପେପର-୧ ଓ ପେପର-୨ ପାଇଁ ମୋଟ ୯୭ ହଜାର୧୫୧ ଜଣ ପଞ୍ଜୀକରଣ କରିଥିଲେ। ଏଥିରୁ ୮୪ ହଜାର ୭୩୧ ଜଣ ପରୀକ୍ଷା…
ଏମକେସିଜି ଡାକ୍ତରୀ ଛାତ୍ର ନିଖୋଜ; ଅଗଷ୍ଟ ୩୧ରୁ ମିଳୁନି ପତ୍ତା
ବ୍ରହ୍ମପୁର:ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ପ୍ରଥମ ବର୍ଷ ଏମବିବିଏସ୍ ଛାତ୍ର ନିଖୋଜ ହୋଇଥିବା ନେଇ ବ୍ରହ୍ମପୁର ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ନିଖୋଜ ଛାତ୍ର ଜଣକ ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ କପାଳି ଗ୍ରାମର ସାଗର ସାହୁ…
ମୋମୋ ଗୋଦାମରେ ଫୁଡ୍ ସେଫ୍ଟି ବିଭାଗର ରେଡ୍, ପେଟି ପେଟି ମୋମୋ ଜବତ
କଟକ : ମୋମୋ ଗୋଦାମରେ ଚଢ଼ାଉ । କଟକ ଭାଣପୁରରେ ଥିବା ଏକ ୱାଓ ମୋମୋ ଗୋଦାମରେ ଏକ ବଡ଼ ଧରଣର ରେଡ କରିଛି ଫୁଡ୍ ସେଫ୍ଟି ବିଭାଗ। ଗୋଦାମ ଭିତରେ ପେଟି ପେଟି ମୋମୋ ମହଜୁଦ ରହିଥିବା ବେଳେ, ଦୀର୍ଘଦିନ…
ହେଲିକପ୍ଟର ମାମଲା: ନବୀନ ପଟ୍ଟନାୟକ ଓ ଭି.କେ ପାଣ୍ଡିଆନଙ୍କ ବିରୋଧରେ ଆବେଦନ ଖାରଜ
ଭୁବନେଶ୍ୱର : ହେଲିକପ୍ଟର ମାମଲାରେ ଖାରଜ ହେଲା ଆବେଦନ। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଓ ତାଙ୍କ ପୂର୍ବତନ ବ୍ୟକ୍ତିଗତ ସଚିବ ଭି.କେ ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ମାମଲା ଆବେଦନ ଖାରଜ କଲେ ଖୋର୍ଦ୍ଧା କୋର୍ଟ। ଅଭିଯୋଗରେ ଯଥେଷ୍ଟ ଆଧାର…
ଓଡ଼ିଶା DGP ଚୟନକୁ ନେଇ ସସ୍ ପେନ୍ସ ଜାରି: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
ଭୁବନେଶ୍ବର: ଓଡ଼ିଶା DGP ଚୟନ ମାମଲା । ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି । ଆମିକସ କ୍ୟୁରି ଦାଖଲ କଲେ ରିପୋର୍ଟ । ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ । ଓଡ଼ିଶାର ପରବର୍ତ୍ତୀ…
ରାଷ୍ଟ୍ରପତି ଭବନରେ ଗଞ୍ଜାମ ଜିଲ୍ଲାର ୫ଟି ପ୍ରମୁଖ ସାଂସ୍କୃତିକ ଦଳର ୯୦ରୁ ଊର୍ଦ୍ଧ୍ୱ ଲୋକ କଳାକାର
ବ୍ରହ୍ମପୁର : ନିକଟରେ ଗଞ୍ଜାମ ଗସ୍ତ ସମୟରେ ତପ୍ତପାଣିଠାରେ ଆଦିବାସୀ ଓ ଲୋକନୃତ୍ୟ ଦେଖି ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ବେଶ୍ ପ୍ରଭାବିତ ହୋଇଥିଲେ । ସେହି ସାଂସ୍କୃତିକ ପ୍ରଦର୍ଶନରେ ମୁଗ୍ଧ ହୋଇ କଳାକାରମାନଙ୍କୁ ରାଷ୍ଟ୍ରପତି ଭବନକୁ ଆମନ୍ତ୍ରଣ କରିଥିଲେ ରାଷ୍ଟ୍ରପତି…