କମିଲା PUCC ଜରିମାନା, ରାଜ୍ୟ ସରକାରଙ୍କ ବଡ଼ ଘୋଷଣା
ଭୁବନେଶ୍ୱର : ରାଜ୍ୟରେ କମିଲା PUCC ଫାଇନ୍ । ୧୦ ହଜାରରୁ ୬ ହଜାର ହେଲା PUCC ଜରିମାନା ଟଙ୍କା । ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ବଡ଼ ଘୋଷଣା । ପ୍ରଥମ ଥର ବାଇକ ନିୟମ…
ଡ୍ରେନକୁ ଓଲଟି ପଡ଼ିଲା କାର୍, ଦମ୍ପତି ମୃତ
ପାରାଦୀପ : ଡ୍ରେନରେ ପଶିଗଲା କାର୍, ଦମ୍ପତି ମୃତ । ଅଣନିଶ୍ବାସୀ ହୋଇ ଚାଲିଗଲା ଦୁଇ ଜଣଙ୍କ ଜୀବନ। ମୃତକ ହେଲେ ପାରାଦୀପ ମେରାଇନ ବିଭାଗର ଅବସରପ୍ରାପ୍ତ ବିଭୁତି ଦାସ ଏବଂ ତାଙ୍କ ପତ୍ନୀ ପ୍ରତିମା ଦାସ। ଚଣ୍ଡିଖୋଲ-ପାରାଦୀପ ରାସ୍ତା ପାରାଦୀପଗଡ…
ବଡ଼ପଡ଼ା ନଦୀରେ ଏଆଇ କୁମ୍ଭୀର ! ଫଟୋ ଭାଇରାଲ କରି ଦୁଇ ଭାଇ ଗିରଫ
ଜୟପୁର: କୋରାପୁଟ ଜିଲ୍ଲା ଜୟପୁର ନିକଟସ୍ଥ ଜୟନ୍ତଗିରିର ବଡ଼ପଡ଼ା ନଦୀରେ ୧୦ ଫୁଟିଆ କୁମ୍ଭୀର । ଏହି ଭାଇରାଲ ଘଟଣାର ପର୍ଦ୍ଦାଫାସ କରିଛି ବନ ବିଭାଗ। ନଦୀରେ କୌଣସି କୁମ୍ଭୀର ନାହିଁ, ବରଂ ଏହା ଏକ ଏଆଇ ପ୍ରସ୍ତୁତ ନକଲି ଫଟୋ…
ବିପଦ ସଙ୍କେତ ଟପୁଛି ସୁବର୍ଣ୍ଣରେଖା; ତଳିଆ ଅଞ୍ଚଳରେ ଆତଙ୍କ
ବାଲେଶ୍ୱର: ବାଲେଶ୍ୱରର ରାଜଘାଟରେ ଜଳସ୍ତର ୧୧.୫୨ ମିଟରକୁ ବୃଦ୍ଧି ପାଇଛି। ଯାହା ଫଳରେ ଜିଲ୍ଲାର ତଳିଆ ଅଞ୍ଚଳଗୁଡ଼ିକ ବୁଡ଼ି ଯାଇଛି। ସେହିପରି ସୁବର୍ଣ୍ଣରେଖା ନଦୀ ମଧ୍ୟ ଜଳେଶ୍ୱରରେ ବିପଦ ସଙ୍କେତ ଅତିକ୍ରମ କରିଛି। ରିପୋର୍ଟ ଅନୁଯାୟୀ, ଆଜି ରାଜଘାଟରେ ସୁବର୍ଣ୍ଣରେଖା ନଦୀର…
କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନଙ୍କୁ ହତ୍ୟା ଧମକ
ନୂଆଦିଲ୍ଲୀ: କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟିର ସଭାପତି ଚିରାଗ ପାଶୱାନଙ୍କୁ ହତ୍ୟା ଧମକ ମିଳିଛି । ଡାକ ଯୋଗେ କେହି ଜଣେ ଚିଠି ଲେଖି ଏହି ହତ୍ୟା ଧମକ ଦେଇଛି । ଏହି ବେନାମୀ ଚିଠିରେ…
ଚାକିରି ଚାଲିଯିବାରୁ ଜୀବନ ହାରିଲେ ମମତା ବାନାର୍ଜୀଙ୍କ ଝିଆରୀ!
କୋଲକତା: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଝିଆରୀ ବ୍ରିଷ୍ଟି ମୁଖାର୍ଜୀ(୨୮) ମଙ୍ଗଳବାର ଆତ୍ମହତ୍ୟା କରିଛନ୍ତି । ବ୍ରିଷ୍ଟି ପୂର୍ବରୁ ଭୋଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନନ୍ ଟିଚିଂ ଷ୍ଟାଫ୍ ଭାବେ କାମ କରୁଥିଲେ । ତେବେ ଟଙ୍କା ଦେଇ ଚାକିରି…
୧୦୦୦ ପାର୍ ହେଲା ନେପାଳ ବନ୍ୟା ମୃତ୍ୟୁ ସଂଖ୍ୟା
କାଠମାଣ୍ଡୁ:ନେପାଳରେ ଭୟାବହ ବନ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ମୃତ୍ୟୁସଂଖ୍ୟା ୧ ହଜାର ପାର୍ କରିଛି। ନେପାଳରେ ୯୮୭ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପଡ଼ୋଶୀ ଚୀନ୍ରେ ମଧ୍ୟ ୧୬ ଜଣଙ୍କ ମୃତ୍ୟୁ ସୂଚନା ମିଳିଛି। ଫଳରେ ଦୁଇ ଦେଶରେ ମୋଟ ମୃତ୍ୟୁସଂଖ୍ୟା…
ଚିନି ଡିଲରଙ୍କ ପାଇଁ କଟକଣା: ୨ ହଜାର କ୍ୱିଣ୍ଟାଲରୁ ଅଧିକ ଷ୍ଟକ୍ ରଖିବା ମନା
ନୂଆଦିଲ୍ଲୀ: ଚିନିର କଳାବଜାରୀ ଓ ଅତ୍ୟଧିକ ମହଜୁଦକୁ ରୋକିବା ପାଇଁ କେନ୍ଦ୍ର ସରକାର କଡ଼ା ପଦକ୍ଷେପ ନେଇଛନ୍ତି। ଏଣିକି ଚିନି ଡିଲରମାନେ ୨ ହଜାର କ୍ୱିଣ୍ଟାଲରୁ ଅଧିକ ଚିନି ମହଜୁଦ ରଖିପାରିବେ ନାହିଁ। ସେପ୍ଟେମ୍ବର ୧୫ରୁ ଏହି ନୂଆ ନିୟମ ଲାଗୁ…
ସାମାଜିକ କର୍ମୀ ଆନ୍ନା ହଜାରେ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ମୁମ୍ବାଇ: ପ୍ରଖ୍ୟାତ ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ତାଙ୍କୁ ବମ୍ବେ ହସ୍ପିଟାଲର ଇଣ୍ଟେନସିଭ୍ କେୟାର ୟୁନିଟ୍ (ICU)ରେ ଭର୍ତ୍ତି କରାଯାଇଥିଲା। ଡାକ୍ତରୀ ସୂତ୍ର ଅନୁସାରେ, ୮୭ ବର୍ଷୀୟ ଆନ୍ନା ହଜାରେ ପ୍ରଥମେ ତାଙ୍କ ଜନ୍ମସ୍ଥାନ…
ମୁମ୍ବାଇରେ ପୁଣି ବଢିଲା CNG ଓ PNG ଦର
ନୂଆଦିଲ୍ଲୀ: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ପୁଣି ବଢିଲା CNG ଓ PNG ଦର। ମହାନଗର ଗ୍ୟାସ ଲିମିଟେଡ୍ (MGAL) ଏବଂ ମୁମ୍ବାଇ ମେଟ୍ରୋପଲିଟାନ୍ ରିଜିଅନ୍ (MR) ମଧ୍ୟ ଏହାର ମୂଲ୍ୟ ବୃଦ୍ଧି କରିଛନ୍ତି। ବର୍ଦ୍ଧିତ ଇନପୁଟ୍ ଖର୍ଚ୍ଚକୁ ଉଦ୍ଧୃତ କରି…