୭୦୦ ଛୁଇଁଲା ନେପାଳ ମୃତ୍ୟୁ ସଂଖ୍ୟା, ସଢ଼ୁଛି ଶବ; ମିଳୁନି ପରିଚୟ, ଏବେବି ୩୦୦୦ ନିଖୋଜ

କାଠମାଣ୍ଡୁ: ନେପାଳ ବନ୍ୟାର ଭୟାବହତା ବିଶ୍ବବାସୀଙ୍କ ହୃଦୟକୁ ଥରାଇ ଦେଇଛି। ଶାନ୍ତିପୂର୍ଣ୍ଣ ଜୀବନ ଯାପନ ପାଇଁ ନଦୀ ଅବବାହିକାର ଦୁଇ ପାର୍ଶ୍ବରେ ଘର କରିଥିବା ଅନେକ ଲୋକ ପ୍ରକୃତି କୋପରେ ଭାସି ଯାଇ ନିଖୋଜ ଅଛନ୍ତି। ପ୍ରକୃତିର ଏହି ରୌଦ୍ର ରୂପକୁ…

ପୂଜାର୍ଚ୍ଚନା କରିବାକୁ ଆସି ପୋଖରୀରେ ବୁଡ଼ି ୪ ମୃତ

ରାଜସ୍ଥାନ : ରାଜସ୍ଥାନର ଧୌଲପୁର ଜିଲ୍ଲା ସରମଥୁରା ବିରଜା ଗାଁରେ ଅଭାବନୀୟ ଘଟଣା ଘଟିଛି । ଏଠାରେ ଥିବା ଏକ ପୋଖରୀରେ ବୁଡ଼ି ୪ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଏବଂ ଜଣେ ଯୁବକ…

Z+ ସିକ୍ୟୁରିଟ୍ ପରିବର୍ତ୍ତେ ଷ୍ଟାଲିନଙ୍କୁ ମିଳିବ Z ସୁରକ୍ଷା, ତାମିଲନାଡୁ ସରକାରଙ୍କ ନିଷ୍ପତ୍ତି

ତାମିଲନାଡୁ : ତାମିଲନାଡୁରେ ବିଜୟ ସରକାର ପୂର୍ବ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ସୁରକ୍ଷା ହଟାଯାଇଛି । ଡିଏମକେ ମୁଖ୍ୟଙ୍କୁ ପୂର୍ବରୁ Z+ ସିକ୍ୟୁରିଟ୍ ମିଳିଥିଲା । ଯାହାକୁ ଏବେ ହଟାଇ ଦିଆଯାଇଛି । ଏହି ନିଷ୍ପତ୍ତି ପରେ ଷ୍ଟାଲିନ ସୁରକ୍ଷାରେ ୫୪…

ବିଜେପି ହାତ ଧରିବେ ୟୁନାଇଟେଡ୍ ଡେମୋକ୍ରାଟିକ ପାର୍ଟିର ୯ ବିଧାୟକ !

ଶିଲଂ: ମେଘାଳୟ ରାଜନୀତିରେ ଏବେ ଏକ ବଡ଼ ଧରଣର ପରିବର୍ତ୍ତନ ହେବାର ଆଭାସ ମିଳିଛି । ରାଜ୍ୟର ପ୍ରମୁଖ ଆଞ୍ଚଳିକ ଦଳ ‘ୟୁନାଇଟେଡ୍ ଡେମୋକ୍ରାଟିକ ପାର୍ଟି’ (ୟୁଡିପି)ର ମୋଟ ୧୨ ଜଣ ବିଧାୟକଙ୍କ ମଧ୍ୟରୁ ୯ ଜଣ ଖୁବଶୀଘ୍ର ଭାରତୀୟ ଜନତା…

ଆମେ ଆତ୍ମସମର୍ପଣ କରିବୁ ନାହିଁ, ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼ତାର ସହ ଛିଡ଼ା ହେବୁ : ଇରାନ ରାଷ୍ଟ୍ରପତି

ତେହେରାନ: ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଆଞ୍ଚଳିକ ଉତ୍ତେଜନା ମଧ୍ୟରେ ଇରାନ ରାଷ୍ଟ୍ରପତି ମସୁଦ ପେଜେସକିଆନ୍ ଆମେରିକା ସହ ହୋଇଥିବା ଶାନ୍ତି ବୁଝାମଣା ପତ୍ରକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ତେହେରାନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ସ୍ପଷ୍ଟ କରିଛନ୍ତି ଯେ…

ଆରକ୍ଷଣକୁ ନେଇ NDA ମେଣ୍ଟରେ ମତଭେଦ, ମୁହାଁମୁହିଁ ଦୁଇ ମନ୍ତ୍ରୀ, ପରସ୍ପରଙ୍କ ଇସ୍ତଫା ଦାବି…

ନୂଆଦିଲ୍ଲୀ: ଆରକ୍ଷଣ ନୀତିକୁ ନେଇ ଏନ୍‌ଡିଏ (NDA) ମେଣ୍ଟରେ ମତଭେଦ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମବିଳାସ) ମୁଖ୍ୟ ଚିରାଗ ପାସୱାନ୍ ତାଙ୍କ କ୍ୟାବିନେଟ୍ ସହଯୋଗୀ ତଥା ହିନ୍ଦୁସ୍ତାନ ଆୱାମ୍ ମୋର୍ଚ୍ଚା (ସେକ୍ୟୁଲାର) ନେତା ଜିତନ ରାମ ମାଞ୍ଝୀଙ୍କ ଇସ୍ତଫା…

କଂଗ୍ରେସ ନୁହେଁ OJCରୁ ଲଢିବେ ସୋଫିଆ ଫିର୍ଦ୍ଦୋସ !

ଭୁବନେଶ୍ୱର :କଂଗ୍ରେସ ନୁହେଁ, ଓଡ଼ିଶା ଜନତା କଂଗ୍ରେସରୁ ନିର୍ବାଚନ ଲଢ଼ିବେ କଟକ-ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ଆଜି ଏଭଳି ଏକ ମନ୍ତବ୍ୟ ଦେଇ କଟକ ରାଜନୀତିରେ ହଟଚମଟ ଖେଳାଇଛନ୍ତି ଓଡ଼ିଶା ଜନତା କଂଗ୍ରେସ ଅଧ୍ୟକ୍ଷ ତଥା ତାଙ୍କ ବାପା ମହମ୍ମଦ ମୋକିମ୍।…

ହାତୀ ଘଉଡ଼ାଇବା ବେଳେ ଯୁବକଙ୍କୁ କଚାଡ଼ି ମାରିଲା

ପାଟଣା:କେନ୍ଦୁଝର ଜିଲ୍ଲା ପାଟଣା ବନାଞ୍ଚଳ ଅନ୍ତର୍ଗତ ଖିରେଇଟାଙ୍ଗିରୀ ସେକ୍ସନର ଡାବରଚୁଆ ଗ୍ରାମ ଦୁଧିଆଚୁଆ ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଯୁବକ ଜଣକ ମଇଦାନକେଲ ପଞ୍ଚାୟତ ଅନ୍ତର୍ଗତ କେରୀ ଗ୍ରାମ ବଡ଼ପଶି ସାହିର ନୃସିଂହ ନାଏକଙ୍କ…

କଡେଇ ଛକ ନିକଟରେ ଓଲଟିଲା ବସ୍, ୩୦ରୁ ଅଧିକ ଯାତ୍ରୀ ଆହତ

ଯାଜପୁର : ଭାରସାମ୍ୟ ହରାଇ ଓଲଟିଲା ବସ୍ । ୩୦ରୁ ଅଧିକ ଯାତ୍ରୀ ଆହତ । ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥର କଡେଇ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା। ସୂଚନା ଅନୁଯାୟୀ, ଯଶୋଦା ନାମକ ଏହି ଘରୋଇ ବସ୍…

୭ ଦିନ ବଢ଼ିଲା ଧାନ ପଞ୍ଜୀକରଣ ଅବଧି; ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଧାନ ପଞ୍ଜୀକରଣ ଅବଧି ଆଉ ୭ ଦିନ ବୃଦ୍ଧି କରାଯାଇଛି। ଆସନ୍ତାକାଲି ପଞ୍ଜୀକରଣର ଶେଷ ତାରିଖ ଥିବା ବେଳେ ଅନେକ ଚାଷୀ ବିଭିନ୍ନ କାରଣରୁ ପଞ୍ଜୀକରଣ କରିପାରୁନଥିବାରୁ ଏହି ଅବଧି ବଢ଼ାଯାଇଛି। ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…