ଏଣିକି ଯୁକ୍ତ ୨ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ବି ଦେବେ ଇଣ୍ଟରନାଲ ପରୀକ୍ଷା
ଭୁବନେଶ୍ୱର: ଯୁକ୍ତ ୨ ପରୀକ୍ଷା ବ୍ୟବସ୍ଥାରେ ଆସିଲା ନୂଆ ନିୟମ। ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀମାନେ ମଧ୍ୟ ଇଣ୍ଟରନାଲ ପରୀକ୍ଷା ଦେବେ। ଥରେ ଇଣ୍ଟରନାଲ ପରୀକ୍ଷା ଦେଇଥିଲେ, ସେହି ମାର୍କକୁ ତିନି ବର୍ଷ ପର୍ଯ୍ୟନ୍ତ ବୈଧ ରଖାଯିବ। ତେବେ ତିନି ବର୍ଷ ମଧ୍ୟରେ…
ସୁଭଦ୍ରା ଟଙ୍କା ପାଇଁ ସ୍ତ୍ରୀକୁ ମାରି ପୋତିଦେଲା ସ୍ୱାମୀ
ଢେଙ୍କାନାଳ : ସୁଭଦ୍ରା ଟଙ୍କା ନଦେବାରୁ ସ୍ତ୍ରୀକୁ ମାରି ପୋତିଥିଲା ନିଷ୍ଠୁର ସ୍ୱାମୀ । ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ବାଡି ଓ ଶାବଳରେ ପିଟିପିଟି ହତ୍ୟା କଲା ମଦ୍ୟପ ସ୍ଵାମୀ । ହତ୍ୟା କରିବା ପରେ ଘର ପଛ…
ଦୁବାଇ ଇନଭେଷ୍ଟର୍ସ ମିଟରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର : ସେପ୍ଟେମ୍ବର ୮–୯ରେ ଦୁବାଇ ଇନଭେଷ୍ଟର୍ସ ମିଟ୍ । ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାକୁ ଅଧିକ ବିଦେଶୀ ପୁଞ୍ଜି ଆଣିବା ପାଇଁ ପୁଣି ଏକ ବଡ଼ ପ୍ରୟାସ। ଆସନ୍ତା ସେପ୍ଟେମ୍ବର ୮ ଓ ୯ ତାରିଖରେ ୟୁଏଇର…
ଚିଲିକାରେ ବେଆଇନ୍ ଚିଙ୍ଗୁଡ଼ି ଘେରିରେ ବୁଲିଲା ବୁଲଡୋଜର
ବ୍ରହ୍ମଗିରି : ଚିଙ୍ଗୁଡ଼ି ଘେରିରେ ବୁଲିଲା ବୁଲଡୋଜର । ଦୀର୍ଘ ୨୦ଦିନ ହେଲା ଚିଲିକାରେ ବେଆଇନି ଚିଙ୍ଗୁଡ଼ି ଘେରି ଉଚ୍ଛେଦ ଜାରି ରହିଛି । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅଞ୍ଚଳରେ ଚଢ଼ାଉ କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଧେଶକ୍ରମେ କୃଷ୍ଣପ୍ରସାଦ ତହସିଲିଦାର ସହଦେଵ…
ଏଥର ବାଲିଯାତ୍ରାରେ ବ୍ୟାନ୍ ହେବ “ହାମର’ ଦୋଳି ଓ “ସିଙ୍ଗଲ ଟାୱାର”, ଦୋଳିର ମାନ ଯାଞ୍ଚ କରିବ ସ୍ୱତନ୍ତ୍ର ବୈଷୟିକ ଟିମ୍
କଟକ : ଏଥର ବାଲିଯାତ୍ରାରେ ମିଳିବନି ଦୋଳିର ମଜା । ଲାଗିବନି ବିପଦଜ୍ଜନକ ଦୋଳି । “ହାମର’ ଦୋଳି ଓ “ସିଙ୍ଗଲ ଟାୱାର” ଦୋଳି ଉପରେ ବ୍ୟାନ୍ ପାଇଁ ମୀନାବଜାର ମହାସଂଘ ନିଷ୍ପତ୍ତି ନେଇଛି । ଅଧିକ ପୁରୁଣା ଦୋଳି ନ…
ଗାଡ଼ି ସୋ’ରୁମ୍ ରେ ନିଆଁ, ଜଳିକଲା ସମସ୍ତ କାର୍
ବ୍ରହ୍ମପୁର: ଗାଡ଼ି ସୋ’ରୁମ୍ ରେ ଭୟାବହ ଅଗ୍ନିକାଣ୍ଡ । ବ୍ରହ୍ମପୁରର ହଳଦିଆପଦରରେ ଥିବା ଗାଡ଼ି ସୋ’ରୁମ୍ ରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଦେଖୁ ଦେଖୁ ନିଆଁର ପ୍ରକୋପ ବଢ଼ିବା ସହ ସୋରୁମ୍ରୁ ଧୂଆଁର କଳା ଆସ୍ତରଣ ବାହାରୁଥିବା ଦେଖିବାକୁ ମିଳିଛି…
ରାଜ୍ୟରେ ୨୦ ଲକ୍ଷ ଗାଡ଼ିର RC ବାତିଲ୍
ଭୁବନେଶ୍ୱର : ଓଡ଼ିଶାରେ ୨୦ ଲକ୍ଷ ଗାଡ଼ିର RC ବାତିଲ୍, ଆଉ ୩୦ ଲକ୍ଷ ଗାଡ଼ି ଉପରେ ଝୁଲୁଛି ଖଣ୍ଡା । ଓଡ଼ିଶାର ଗାଡ଼ି ମାଲିକଙ୍କ ପାଇଁ ବଡ଼ ଖବର । ରାଜ୍ୟର ୨୦ ଲକ୍ଷ ଗାଡ଼ିକୁ ‘ପରମାନେଣ୍ଟ ଆର୍କାଇଭ୍ ’କୁ…
ରାଜ୍ୟସଭା ସାଂସଦଙ୍କୁ ଠକି ବନ୍ଧା ହେଲେ ପୂର୍ବତନ ମନ୍ତ୍ରୀଙ୍କ ପୁଅ
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ନୃସିଂହ ସାହୁଙ୍କ ପୁଅକୁ ଗିରଫ କରିଛି ପୁଲିସ। ରାଜ୍ୟସଭା ସାଂସଦଙ୍କୁ ଠକି ବନ୍ଧାହେଲେ ପୂର୍ବତନ ମନ୍ତ୍ରୀଙ୍କ ପୁଅ ଅଜିତ ସାହୁ। ମନ୍ତ୍ରୀଙ୍କ ପୁଅକୁ ଗିରଫ କଲା ନୟାପଲ୍ଲୀ ପୋଲିସ। ଜାଗା ଦେବାକୁ…
ବିଚ୍ ରାସ୍ତାରେ ମାଂସ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା
ବୁର୍ଲା: ଦୁର୍ବୃତ୍ତଙ୍କ ଗୁଳିରେ ମାଂସ ଦୋକାନୀ ମହମ୍ମଦ୍ ଅନିଶ(୩୬)ଙ୍କର ମୃତ୍ୟୁ। ଦୁର୍ବୃତ୍ତମାନେ ତାଙ୍କୁ ତିନିଟି ଗୁଳି ମାରିଛନ୍ତି। ସମ୍ବଲପୁରର ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି । ମୁଣ୍ଡ, ଛାତି ଓ…
ଆର୍ଟିଓ ଅଫିସରେ ଅଗ୍ନିକାଣ୍ଡ, ଜଳିଗଲା ଗୁରୁତ୍ୱପୂର୍ଣ୍ଣ ଫାଇଲ୍ ଓ ଆସବାବପତ୍ର
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ। ଶନିବାର ପୂର୍ବାହ୍ଣ ପ୍ରାୟ ୯ଟା ୩୦ ସମୟରେ ପାରଳାଖେମୁଣ୍ଡିସ୍ଥିତ ଗଜପତି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ହଠାତ୍ ନିଆଁ ଲାଗିଥିଲା। ଅଗ୍ନିକାଣ୍ଡରେ କାର୍ଯ୍ୟାଳୟର ବହୁ ଅଂଶ କ୍ଷତିଗ୍ରସ୍ତ ହୋଇଥିବା ବେଳେ…