ରନୱେରେ ଫାଟିଲା ବିମାନର ଟାୟାର, ଟଳିଲା ବଡ଼ ଦୁର୍ଘଟଣା

ବିଳାସପୁର: ଛତିଶଗଡ଼ର ବିଳାସପୁର ବିମାନବନ୍ଦରରେ ଶୁକ୍ରବାର ଅବତରଣ କରିବା ସମୟରେ ଦିଲ୍ଲୀ-ବିଳାସପୁର ଆଲାଏନ୍ସ ଏୟାରର ଏକ ବିମାନର ଟାୟାର ଫାଟିଯିବାରୁ ଅଘଟଣ ଘଟିଛି। ତେବେ ବିମାନରେ ଥିବା ସମସ୍ତ ୪୧ ଜଣ ଯାତ୍ରୀ ଓ କ୍ରୁ ସଦସ୍ୟ ସୁରକ୍ଷିତ ଥିବା ଜଣାପଡ଼ିଛି।…

ଚୀନରେ ଭୂମିକମ୍ପ, ୫.୧ ତୀବ୍ରତାର ଝଟକା ଅନୁଭୂତ

ନୂଆଦିଲ୍ଲୀ : ଚୀନର ଦକ୍ଷିଣ ପଶ୍ଚିମ ସିଚୁଆନ୍ ପ୍ରାନ୍ତରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି । ୫.୧ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିପୋର୍ଟ ଅନୁସାରେ, ନାଇଜିଆଙ୍ଗର ଲଙ୍ଗଚାଙ୍ଗ ସହର ନିକଟରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି ।…

ଶିମିଳିପାଳରେ ୪ ଶାବକ ଜନ୍ମ ଦେଲା ‘ଜିନ୍ନତ୍’, ଖୋଲାଯିବ ରେଡିଓ କଲାର

ବାରିପଦା : ଶିମିଳିପାଳ ପାଇଁ ଖୁସି ଖବର । ଶିମିଳିପାଳ ଅଭୟାରଣ୍ୟର ପରିବେଶ ସହ ସମ୍ପୂର୍ଣ୍ଣ ଭାବେ ଖାପଖୁଆଇ ନିଜ ବାସସ୍ଥଳୀ ଗଢ଼ିବା ସହ ୪ଟି ଶାବକଙ୍କୁ ଜନ୍ମ ଦେଇଥିବା ମହାବଳ ବାଘୁଣୀ ‘ଜିନ୍ନତ୍’ ଉପରୁ ଏବେ ନଜର ହଟାଇ ସମ୍ପୂର୍ଣ୍ଣ…

ଭିଜିଲାନ୍ସ ଜାଲରେ କେନ୍ଦୁଝର ଜେଆର୍‌ଏ, ୬ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ

ଭୁବନେଶ୍ବର: ଜମି ପଟ୍ଟା (ଆର୍‌ଓଆର୍‌) ପ୍ରଦାନ କରିବା ନିମନ୍ତେ କେନ୍ଦୁଝର ଜିଲ୍ଲା ପାଟଣା ତହସିଲର କନିଷ୍ଠ ରାଜସ୍ବ ସହାୟକ (ଜେଆର୍‌ଏ) ବିଏଚ୍‌ ଉମାଶଙ୍କର ହିତାଧିକାରୀଙ୍କ ଠାରୁ ୬ହଜାର ଟଙ୍କା ଲାଞ୍ଚ ନେଇ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ (ଭିଜିଲାନ୍‌ସ) ହାତରେ ରଙ୍ଗେହାତ…

ସତ୍ୟସାଇ ଜ୍ଞାନ ବିକାଶ ବିଦ୍ୟାଳୟ ହଷ୍ଟେଲରେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଆତ୍ମହତ୍ୟା

କୁଜଙ୍ଗ: କୁଜଙ୍ଗ ଥାନା ଅନ୍ତର୍ଗତ ପଙ୍କପାଳ ସ୍ଥିତ ସତ୍ୟସାଇ ଜ୍ଞାନ ବିକାଶ ବିଦ୍ୟାଳୟରେ ଆଜି ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ରଶିରେ ଫାଶିହୋଇ ଆତ୍ମହତ୍ଯା କରିଥିବା ଜଣାପଡିଛିା ଘଟଣାରୁ ପ୍ରକାଶ ଯେ,ରଘୁନାଥ ପୁର ଅଂଚଳର ଆଶୁତୋଷ ବେହେରା (୧୪) ପଙ୍କପାଳସ୍ଥିତ ଜ୍ଞାନ…

ସ୍କୁଲ ପରିସରରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

ନବରଙ୍ଗପୁର : ସ୍କୁଲ ସମୟରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଜୋରଜବରଦସ୍ତ ଦୁଷ୍କର୍ମ ଅଭିଯୋଗ । ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନା ଅଞ୍ଚଳରୁ ଆସିଛି ଏଭଳି ସଙ୍ଗୀନ ଅଭିଯୋଗ । ଘଟଣାକୁ ନେଇ ପୀଡ଼ିତାଙ୍କ ପରିବାର ପକ୍ଷରୁ ପୋଲିସରେ ଅଭିଯୋଗ ପରେ ଦୁଷ୍କର୍ମ…

ଅପଦସ୍ତ କଲେ, ଜାଳିକି ସଫା କରିଦେବି : କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ

ଭୁବନେଶ୍ୱର : କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ବିଷୋଦଗାର । କହିଲେ, ରାଉରକେଲାରେ ଅନ୍ୟ ଦଳରୁ ଆସି କିଛି ଲୋକ ପଇସାପତ୍ର ଖର୍ଚ୍ଚ କରି ବଦନାମ କରିବାକୁ ଚେଷ୍ଟା କରୁଛନ୍ତି । ଭାବୁଛନ୍ତି ଜୁଏଲ ଓରାମ ଡ୍ରପ୍ ହୋଇଗଲେ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସ୍ଥାନ…

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ

ରାୟଗଡା : ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀକୁ୨୦ ବର୍ଷ ଜେଲ । ୧୦ ହଜାର ଟଙ୍କା ଜରିମାନା। ନାବାଳିକା ଦୁଷ୍କର୍ମ ମାମଲାରେ ଅଦାଲତଙ୍କ ରାୟ। ଅଭିଯୁକ୍ତ ଚିତ୍ରସେନ ପାଲକାଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜୋରିମାନା…

ଆଧାର ଲିଙ୍କ୍ ନହେଲେ ଆଉ ମିଳିବନି ଟଙ୍କା, ରାଜ୍ୟରେ DBT ପେମେଣ୍ଟରେ ପରିବର୍ତ୍ତନ

ଭୁବନେଶ୍ୱର : ଏଣିକି ଆଧାର ସିଡ୍ ବ୍ୟାଙ୍କ ଆକାଉଣ୍ଟକୁ ଯିବ DBT ଟଙ୍କା, ସବୁ ବିଭାଗକୁ ଅର୍ଥ ବିଭାଗର ନିର୍ଦ୍ଦେଶ । ସରକାରୀ ଯୋଜନାରେ ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫର ବା DBT ବ୍ୟବସ୍ଥାକୁ ଆହୁରି ସ୍ୱଚ୍ଛ ଓ ସୁରକ୍ଷିତ କରିବାକୁ ପଦକ୍ଷେପ…

ସୁଭଦ୍ରା ହିତାଧିକାରୀଙ୍କୁ ମିଳିଲା ପଞ୍ଚମ କିସ୍ତି, କୋଟିଏରୁ ଅଧିକ ହିତାଧିକାରୀଙ୍କ ଖାତାକୁ ପଠାଗଲା ଟଙ୍କା

ଭୁବନେଶ୍ବର: ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କରାଯାଇଛି। ନୟାଗଡ଼ ଜିଲ୍ଲା ଲାଠିପଡ଼ା ଟାଙ୍ଗି ପଡ଼ିଆସ୍ଥିତ ସୁଭଦ୍ରା ମଞ୍ଚରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଅର୍ଥରାଶି ହିତାଧିକାରୀଙ୍କ ଖାତାକୁ ହସ୍ତାନ୍ତର କରିଛନ୍ତି।…