ନେପାଳରେ ସୁରକ୍ଷିତ ଅଛନ୍ତି ୬ ଓଡ଼ିଆ ଫୁଟବଲ ଖେଳାଳି, ଫେରାଇ ଆଣିବାକୁ ସରକାରଙ୍କ ପ୍ରୟାସ

ଭୁବନେଶ୍ବର ୨୭।୮: ନେପାଳ-ତିବ୍ଦତ ସୀମାରେ ଆସିଥିବା ପ୍ରଳୟଙ୍କରୀ ବନ୍ୟାରେ ଏବେ ସୁଦ୍ଧା ୨୭୦ ଜଣଙ୍କର ମୃତ୍ୟୁ ହୋଇଛି । ୩୦୦ ଭାରତୀୟଙ୍କ ସମେତ ହଜାରେରୁ ଅଧିକ ଏବେ ବି ନିଖୋଜ ଅଛନ୍ତି । ୮୫ରୁ ଅଧିକ ସୁରକ୍ଷାକର୍ମୀ ବି ନିଖୋଜ ଅଛନ୍ତି…

ପୂର୍ବତନ ଡିଜିପି ଯୋଗେଶ ବାହାଦୂର ଖୁରାନିଆଙ୍କୁ ହାଇକୋର୍ଟଙ୍କ ନୋଟିସ୍

ଭୁବନେଶ୍ୱର : ପୂର୍ବତନ ଡିଜିପି ଯୋଗେଶ ବାହାଦୂର ଖୁରାନିଆଙ୍କୁ ବୁଧବାର ହାଇକୋର୍ଟ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ବାରମ୍ବାର ସୁଯୋଗ ସତ୍ତେ୍ୱ କୋର୍ଟଙ୍କ ଆଦେଶ କାର୍ଯ୍ୟକାରୀ ନ ହେବାରୁ ନୋଟିସ୍ ଜାରି କରାଯାଇଛି। ମାମଲାରେ ବିଭ୍ରାନ୍ତିମୂଳକ ସତ୍ୟପାଠ ଦାଖଲ…

ଉତ୍ତରାଞ୍ଚଳ ପୁଲିସ ରେଞ୍ଜ ଦାୟିତ୍ୱ ନେଲେ ଡିଆଇଜି ଚରଣ ସିଂହ ମୀନା

ଭୁବନେଶ୍ବର : ୨୦୦୯ ବ୍ୟାଚର ଆଇପିଏସ ଅଧିକାରୀ ଚରଣ ସିଂହ ମୀନା ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ପୁଲିସ ରେଞ୍ଜ ଡିଆଇଜି ରୂପେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ପୁର୍ବାହ୍ନରେ ପ୍ରଥମେ ଶ୍ରୀ ମୀନା ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଁ…

ମୋହନ ଭାଗବତଙ୍କ ନ୍ୟୁୟର୍କ କାର୍ଯ୍ୟକ୍ରମ ଆୟୋଜକଙ୍କ ଏକ୍ସ ଆକାଉଣ୍ଟ୍ ସସପେଣ୍ଡ

ନ୍ୟୁୟର୍କ: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ମୁଖ୍ୟ ମୋହନ ଭାଗବତ ଶନିବାର ନ୍ୟୁୟର୍କରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିବେ । କିନ୍ତୁ ଏହାର ଦିନକ ପୂର୍ବରୁ ଆମେରିକୀୟ ହିନ୍ଦୁମାନଙ୍କ ପାଇଁ ଏନଗେଜମେଣ୍ଟ ଆଣ୍ଡ ଡାଏଲଗ୍ (AHEAD ଫୋରମ୍)ର ଏକ୍ସ ଆକାଉଣ୍ଟକୁ ସସପେଣ୍ଡ ହୋଇଛି…

ଓସିଏ ନିର୍ବାଚନକୁ ନେଇ ହାଇକୋର୍ଟରେ ମାମଲା, ଗ୍ରହଣୀୟତା ଉପରେ ଜାରି ରହିଲା ଶୁଣାଣି

କଟକ ୨୭।୮: ଓଡ଼ିଶା କ୍ରିକେଟ୍ ଆସୋସିଏସନ କର୍ମକର୍ତ୍ତା ନିର୍ବାଚନ ମାମଲା ଉପରେ ଆଜି ବି ପୂର୍ଣ୍ଣାଙ୍ଗ ଶୁଣାଣି ହୋଇପାରିଲା ନାହିଁ । ବରଂ ଦାୟର ମାମଲାର ଗ୍ରହଣୀୟତାକୁ ନେଇ ଶୁଣାଣି ଜାରି ରହିଛି । ଆବେଦନକାରୀ ତଥା ଭେଟେରାନ ରଣଜୀ ପ୍ଲେୟାର…

ଏସୀୟ କ୍ରୀଡ଼ାରେ ଟ୍ବେଣ୍ଟି୨୦ କ୍ରିକେଟ୍‌ ;ସିଧା କ୍ବାର୍ଟର ଖେଳିବେ ଭାରତୀୟ ପୁରୁଷ, ମହିଳା ଦଳ

ନୂଆଦିଲ୍ଲୀ : ଜାପାନର ଆଇଚି-ନୋଗୋୟାରେ ସେପ୍ଟେମ୍ବର ୧୯ରୁ ଅକ୍ଟୋବର ୪ ପର୍ଯ୍ୟନ୍ତ ଏସୀୟ କ୍ରୀଡ଼ା ଖେଳାଯିବ। ଏଥିରେ ଟ୍ବେଣ୍ଟି୨୦ କ୍ରିକେଟ ସ୍ଥାନ ପାଇଛି। ଉଭୟ ପୁରୁଷ ଓ ମହିଳା ବର୍ଗରେ ଟ୍ବେଣ୍ଟି୨୦ କ୍ରିକେଟ ଖେଳାଯିବ। ପ୍ରତିଯୋଗିତା ଆରମ୍ଭର ଦୁଇ ଦିନ ପୂର୍ବରୁ…

ବାପାମାଆଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ ; ଜ୍ୱାଇଁ, ବୋହୂଙ୍କର ନୁହେଁ -ହାଇକୋର୍ଟ

ନୂଆଦିଲ୍ଲୀ : ପିତାମାତାଙ୍କ ସେବା କରିବା ପୁଅ ଏବଂ ଝିଅଙ୍କ ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁଙ୍କର ନୁହେଁ। କୌଣସି ପୁରୁଷ ତାଙ୍କ ସ୍ତ୍ରୀଙ୍କୁ ବାଧ୍ୟ କରିପାରିବେ ନାହିଁ କିମ୍ବା ଜଣେ ଝିଅ ତାଙ୍କ ସ୍ୱାମୀଙ୍କୁ ସେମାନଙ୍କ ପିତାମାତାଙ୍କ ସେବା କରିବାକୁ ବାଧ୍ୟ…

ଭାରତ-ଶ୍ରୀଲଙ୍କା ୨ୟ ଟେଷ୍ଟ ଅମୀମାଂସିତ

କଲମ୍ବୋ : ଶ୍ରୀଲଙ୍କାର ରାଜଧାନୀ କଲମ୍ବୋଠାରେ ଚାଲିଥିବା ଭାରତ-ଶ୍ରୀଲଙ୍କା ୨ୟ ଟେଷ୍ଟ ଅମୀମାଂସିତ ଭାବେ ଶେଷ ହୋଇଛି । ଶ୍ରୀଲଙ୍କା ୪୨୯/୯ ରନରେ ଦ୍ୱିତୀୟ ପାଳି ଘୋଷଣା କରିବା ପରେ ଉଭୟ ଦଳର ଅଧିନାୟକଙ୍କ ନିଷ୍ପତି କ୍ରମେ ମ୍ୟାଚ୍‌କୁ ଅମୀମାଂସିତ ଭାବେ…

ତେଜରାତି ଦୋକାନରୁ ଚୋରା ମଦ ଜବତ, ୨ ଯୁବକ ଗିରଫ

ରାହାମା: ଜଗତସିଂହପୁରଜିଲ୍ଲା କୁଜଙ୍ଗ ବ୍ଲକ ଅନ୍ତର୍ଗତ ଅଗପାଳ ପଞ୍ଚାୟତ ଓ ଆଦର୍ଶ ବିଦ୍ୟାଳୟ ଅଗପାଳ ନିକଟଲାଗି ଏକ ତେଜରାତି ଦୋକାନରୁ ମଦ ଜବତ ହୋଇଛି। ସକାଳ ୧୧ଟା ସମୟରେ ତିର୍ତୋଲ ଥାନା ଅଧିକାରୀ ବଂଶୀଧର ପ୍ରଧାନ, କୁଜଙ୍ଗ ଥାନାର ଅତରିକ୍ତ ଦାୟିତ୍ୱ…