ବନ୍ୟା ଓ ବର୍ଷା ପାଇଁ ଭୋଟର ତାଲିକା ସଂଶୋଧନ ଅବଧି ଆଉ ୩୦ ଦିନ ବଢ଼ାଇବାକୁ ବିଜେଡିର ଦାବି

ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଥିବା ପ୍ରବଳ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ପାଇଁ ସମୟସୀମା ବୃଦ୍ଧି କରିବାକୁ ବିଜୁ ଜନତା ଦଳ ଦାବି କରିଛି । ଚଳିତ SIR-2026 ଅଧୀନରେ ଦାବି ଓ…

ସିଏନ୍‌ଜି ଷ୍ଟେସନ୍‌ରେ ଗ୍ୟାସ୍‌ ଟାଙ୍କିି ଫାଟି ୩ ମୃତ

ନୂଆଦିଲ୍ଲୀ: ଦିଲ୍ଲୀର ଟିକରି କଲନରେ ଆଜି ଏକ ସିଏନଜି ଷ୍ଟେସନ୍‌ରେ ରହସ୍ୟଜନକ ଭାବେ ଏକ ଟ୍ରକ୍‌ର ଗ୍ୟାସ୍‌ ଟାଙ୍କି ଫାଟିଯିବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଯାଇଛି। ୩ ମୃତକ ହେଉଛନ୍ତି ସିଏନ୍‌ଜି ‌ଷ୍ଟେସନ୍‌ର କର୍ମଚାରୀ ଏବଂ ସେମାନଙ୍କ ମଧ୍ୟରୁ ଜଣେ…

ଝାଡ଼ଖଣ୍ଡରେ ୨୨ ନିଯୁକ୍ତି ପରୀକ୍ଷା ବାତିଲ, ଜାରି ରହିଛି ଛାତ୍ର ଆନ୍ଦୋଳନ

ରାଞ୍ଚି: ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ନେଇ ଛାତ୍ର ଆନ୍ଦୋଳନ ଜାରି ରହିଥିବାବେଳେ ଝାଡଖଣ୍ଡ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଚାଲିଥିବା ଅପରାଧ ତଦନ୍ତ ବିଭାଗ (ସିଆଇଡି) ତଦନ୍ତର ତଥ୍ୟ ଆଧାରରେ ଜେପିଏସ୍‌ସି ଓ ଜେଏସ୍‌ଏସ୍‌ସି ଦ୍ୱାରା କରାଯାଇଥିବା ମୋଟ ୨୨ଟି…

ସିରିଆ ଏୟାରବେସରେ ଇସ୍ରାଏଲର ଏୟାରଷ୍ଟ୍ରାଇକ୍

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ପୁଣି ବଢ଼ିଲା ଉତ୍ତେଜନା । ସିରିଆ ଏୟାରବେସରେ ଇସ୍ରାଏଲର ଏୟାରଷ୍ଟ୍ରାଇକ୍ । ସିରିଆର ଉତ୍ତର-ପଶ୍ଚିମ ଇଦଲିବ୍ ପ୍ରଦେଶର ଆବୁ ଅଲ୍-ଦୁହୁର୍ (Abu al-Duhur) ସାମରିକ ଏୟାରବେସ୍ ଉପରେ ଇସ୍ରାଏଲ ଏୟାରଷ୍ଟ୍ରାଇକ୍ କରିଥିବା ସିରିଆ ସରକାରୀ ଗଣମାଧ୍ୟମ କହିଛି ।…

କୋଲକାତାରେ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ୯ ବାଂଲାଦେଶୀ ମୃତ

କୋଲକାତା: କୋଲକାତାରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । କୋଲକାତାର ମିର୍ଜା ଗାଲିବ ଷ୍ଟ୍ରିଟରେ ଅବସ୍ଥିତ ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଯେଉଁଥିରେ ୯ ଜଣ ବାଂଲାଦେଶୀଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ ହୋଇଥିବା ଜଣାପଡିଛି…

ବିଧାୟକଙ୍କୁ ବିଜୟଙ୍କ ବଡ଼ ଉପହାର; କାର ସହ ମାସିକ ମିଳିବ ୭୫ ହଜାର ଟଙ୍କା

ଚେନ୍ନାଇ: ତାମିଲନାଡୁ ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ ଉପହାର। ବୁଧବାର ବିଧାନସଭାରେ ବିଧାୟକମାନଙ୍କ ପାଇଁ ସେ ଏକାଧିକ ସୁବିଧା ଘୋଷଣା କରିଛନ୍ତି। ସମସ୍ତ ବିଧାୟକଙ୍କୁ ନୂତନ ସରକାରୀ କାର ସହ ଜଣେ ଲେଖାଏଁ ଡ୍ରାଇଭର ଯୋଗାଇ ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ…

ତାମିଲନାଡୁ ସରକାରଙ୍କ ବଡ଼ ଘୋଷଣା: ୩ୟ ସନ୍ତାନ ପାଇଁ ମଧ୍ୟ ମିଳିବ ବର୍ଷେ ମାତୃତ୍ୱ ଛୁଟି

ଚେନ୍ନାଇ: ତାମିଲନାଡୁ ସରକାର ମହିଳା ସରକାରୀ କର୍ମଚାରୀଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, ମହିଳା କର୍ମଚାରୀମାନେ ଏବେ ସେମାନଙ୍କର ତୃତୀୟ ସନ୍ତାନର ଜନ୍ମ ପାଇଁ ମଧ୍ୟ ୩୬୫ ବା ବର୍ଷେ ମାତୃତ୍ୱ ଛୁଟି ପାଇବେ। ପୂର୍ବରୁ,…

ଜମ୍ମୁ-କାଶ୍ମୀର ପ୍ରସଙ୍ଗରେ ନିଜର ଆଭିମୁଖ୍ୟ ପରିବର୍ତ୍ତନ କଲା ଆମେରିକା, ଚୀନ ଓ ପାକିସ୍ତାନକୁ ଶକ୍ତ ଝଟକା

ଶ୍ରୀନଗର : ଭାରତ ପାଇଁ ଏକ ବଡ଼ କୂଟନୈତିକ ବିଜୟ ସ୍ୱରୂପ, ଆମେରିକା ଏବେ ଜମ୍ମୁ-କାଶ୍ମୀର ପ୍ରସଙ୍ଗରେ ନିଜର ଦୀର୍ଘ ଦିନର ଆଭିମୁଖ୍ୟ ପରିବର୍ତ୍ତନ କରିଛି। ଗତ ୧୫ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ କୌଣସି ଆମେରିକୀୟ ରାଷ୍ଟ୍ରଦୂତ କାଶ୍ମୀର…

କ୍ରମାଗତ ଚତୁର୍ଥ ଦିନ ପାଇଁ ବଢ଼ିଲା ଅଶୋଧିତ ତୈଳ ଦର, ବଢୁଛି ଆମେରିକା-ଇରାନ ଯୁଦ୍ଧ ଆଶଙ୍କା

ନୂଆଦିଲ୍ଲୀ : ଆମେରିକା ଏବଂ ଇରାନ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ରାଜନୈତିକ ଉତ୍ତେଜନା ବିଶ୍ୱ ଅର୍ଥନୀତି ପାଇଁ ଏବେ ଚିନ୍ତାର କାରଣ ପାଲଟିଛି। ଏହାର ସିଧାସଳଖ ପ୍ରଭାବ ବିଶ୍ୱ ତୈଳ ବଜାର ଉପରେ ପଡ଼ୁଥିବା ଦେଖିବାକୁ ମିଳିଛି।…

ଆଉ ଚଳିବନି ଅନଲାଇନ୍ ଡ୍ରାଇଭରଙ୍କ ମନମାନି, ଓଡିଶା ଯାତ୍ରୀ ଆପକୁ ବ୍ୟାପକ କରାଯିବ

ଭୁବନେଶ୍ବର: ଆଉ ଚଳିବନି ଅନଲାଇନ ଡ୍ରାଇଭରଙ୍କ ମନମାନି। ଆସିବ କଡ଼ା ନିୟମ। ଡ୍ରାଇଭରଙ୍କ ଆନ୍ଦୋଳନ ପ୍ରସଙ୍ଗରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ପ୍ରତିକ୍ରିୟା। ଓଡିଶା ଯାତ୍ରୀ ଆପକୁ ବ୍ୟାପକ କରାଯିବ। ଯାତ୍ରୀଙ୍କ ସୁବିଧା ପାଇଁ ନଗର ଉନ୍ନୟନ ବିଭାଗର ବଡ ନିଷ୍ପତ୍ତି। ପରିବହନ…