ବାରିପଦାରେ ଟ୍ରାକ୍ ଧସିବାରୁ ଏକାଧିକ ଟ୍ରେନ୍ ବାତିଲ

ବାରିପଦା: ରାଜ୍ୟରେ ଲାଗି ରହିଥିବା ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁଁ ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରରେ ସ୍ୱାଭାବିକ ଜୀବନଯାତ୍ରା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଲଗାଣ ବର୍ଷା କାରଣରୁ ସୋମବାର ଦିନ ବାରିପଦା ଷ୍ଟେସନ୍ ମାର୍କେଟ୍ ଅଞ୍ଚଳରେ ଥିବା ସୁଙ୍ଗାଡିଆ…

ହୀରାକୁଦରେ ବଢୁଛି ବନ୍ୟାଜଳ ପରିମାଣ, ଖୋଲିଲା ଆଉ ୫ଟି ଗେଟ୍‌

ବୁର୍ଲା : ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ…

ଦାୟିତ୍ୱ ଗ୍ରହଣ ପରେ ମହାପ୍ରଭୁଙ୍କ ଆଶିଷ ନେଲେ ଅତିରିକ୍ତ ଡିଜିପି ବିନୟତୋଷ ମିଶ୍ର

ପୁରୀ: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଲୋଡ଼ିଲେ ଓଡ଼ିଶାର ନୂଆ ଅତିରିକ୍ତ ପୋଲିସ ମୁଖ୍ୟ ବିନୟତୋଷ ମିଶ୍ର। ଆନୁଷ୍ଠାନିକ ଭାବରେ ଦାୟିତ୍ୱ ଗ୍ରହଣ ପରେ ମହିଳା ସୁରକ୍ଷା, ସାଇବର ଅପରାଧ ଦମନ ଏବଂ ପର୍ବ ସୁରକ୍ଷାକୁ ପ୍ରାଥମିକତା ଦେଇଛନ୍ତି ନୂଆ…

ବାଲେଶ୍ଵର ଜିଲ୍ଲାରେ ଲଗାଣ ବର୍ଷା, ୪୨୬୦୦ ଲୋକଙ୍କୁ ସ୍ଥାନାନ୍ତର କଲା ପ୍ରଶାସନ

ବାଲେଶ୍ଵର : ବାଲେଶ୍ଵର ଜିଲ୍ଲାରେ ଲଗାଣ ବର୍ଷାରେ ବେହାଲ୍ ସମସ୍ତ ବ୍ଲକ୍ । ବାଲେଶ୍ଵର ଜିଲ୍ଲାର ୧୨ ଟି ବ୍ଲକ୍ ମଧ୍ୟରୁ ଭୋଗରାଇ , ଜଳେଶ୍ୱର, ବାଲିଆପାଳ, ବସ୍ତା,ସଦର,ରେମୁଣା ଓ ବାହାନଗା ବ୍ଲକ୍ ପ୍ରଭାବିତ ହୋଇଛି । ସେଥି ମଧ୍ୟରୁ ୯୬ଟି…

ପୋଲାଣ୍ଡରେ ବସ୍ ଓଲଟି ୧୨ ମୃତ, ଅନେକ ଗୁରୁତର

ହଙ୍ଗେରୀ : ହଙ୍ଗେରୀରେ ଏକ ଜାତୀୟ ରାଜପଥରେ ପୋଲାଣ୍ଡର ଏକ ଯାତ୍ରୀବାହୀ ବସ୍ ଓଲଟି ପଡିଛି । ଫଳରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ସର୍ବିଆରୁ ପୋଲାଣ୍ଡ ଅଭିମୁଖେ ୫୭ ଜଣ ଯାତ୍ରୀକୁ…

ପ୍ରତିରକ୍ଷା ପ୍ରଯୁକ୍ତି କ୍ଷେତ୍ରରେ ଆଉ ଏକ ସ୍ୱଦେଶୀ ସଫଳତା, ଶତ୍ରୁକୁ ଖୋଜି ଖୋଜି ମାରିବ ‘ଦିବ୍ୟାସ୍ତ୍ର Mk3’

ଲକ୍ଷ୍ନୌ : ଭାରତର ନୂଆ ‘ଦିବ୍ୟାସ୍ତ୍ର’। ପ୍ରତିରକ୍ଷା ପ୍ରଯୁକ୍ତି କ୍ଷେତ୍ରରେ ଆଉ ଏକ ସ୍ୱଦେଶୀ ସଫଳତା । ଲକ୍ଷ୍ନୌର ଭାରତୀୟ କମ୍ପାନୀ Kawa UAV (HoverIt) ପ୍ରସ୍ତୁତ କରିଥିବା ‘ଦିବ୍ୟାସ୍ତ୍ର Mk3’ ପ୍ରଥମ ଉଡ଼ାଣ ସଫଳତାର ସହ ସମ୍ପନ୍ନ କରିଛି ।…

ବାରାଣସୀ ଏୟାରପୋର୍ଟରେ ଯାତ୍ରୀଙ୍କ ପିସ୍ତଲରୁ ଫୁଟିଲା ଗୁଳି, ୨ କର୍ମଚାରୀ ଆହତ

ବାରାଣସୀ : ଉତ୍ତର ପ୍ରଦେଶର ବାରାଣସୀ ବିମାନବନ୍ଦରରେ ସୁରକ୍ଷାରେ ବଡ଼ ତ୍ରୁଟି ଦେଖାଦେଇଛି । ଯାହା ଫଳରେ ଏୟାରପୋର୍ଟରେ ବଡ଼ ଅଘଟଣ ଘଟିଛି । ଯାଞ୍ଚ ସମୟରେ ଜଣେ ଯାତ୍ରୀଙ୍କ ପିସ୍ତଲରୁ ହଠାତ୍ ଗୁଳି ଫୁଟିବା ଯୋଗୁଁ ବିମାନବନ୍ଦରର ଦୁଇ ଜଣ…

ବଢିଲା ଶାହରୁଖ, ଅଜୟ ଓ ଟାଇଗର ଶ୍ରଫଙ୍କ ଅଡୁଆ, ପାନ ମସଲା ବିଜ୍ଞାପନ ନେଇ FDAର ନୋଟିସ୍

ମୁମ୍ବାଇ : ବଲିଉଡର ତିନି ପ୍ରମୁଖ ସୁପରଷ୍ଟାର ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ସମସ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର ଖାଦ୍ୟ ଓ ଔଷଧ ପ୍ରଶାସନ (FDA) ଅଭିନେତା ଶାହରୁଖ ଖାନ, ଅଜୟ ଦେବଗନ ଓ ଟାଇଗର…

ସିକ୍କିମରେ ଭୂସ୍ଖଳନ: ପାହାଡ଼ରୁ ଖସୁଛି ମାଟି ଓ ପଥର, ସଙ୍କଟରେ ୧୫୦ ଲୋକଙ୍କ ଜୀବନ

ନୂଆଦିଲ୍ଲୀ: ପଶ୍ଚିମ ସିକ୍କିମରେ ଭୟଙ୍କର ଭୂସ୍ଖଳନ। ଗ୍ୟାଲସିଂ ଜିଲ୍ଲାର ୟୁକସମ୍ ସବ୍ ଡିଭିଜନ୍ ରିମ୍ବି ଓ ସିଙ୍ଗଲିତମ ଅଞ୍ଚଳରେ ବିଶାଳ ଭୂସ୍ଖଳନ ହୋଇଛି। ପାହାଡ଼ରୁ ମାଟି ଓ ପଥର ଲଗାତାର ତଳକୁ ଖସୁଥିବାରୁ ଜନବସତି ସହ ଚାଷଜମି ପ୍ରତି ବିପଦ ବଢ଼ିଛି।…

ଜିମ୍ବାୱେରେ ନୌକା ଦୁର୍ଘଟଣାରେ ଚାଲିଗଲା ୭୨ ଜୀବନ

ନୂଆଦିଲ୍ଲୀ: ଜିମ୍ବାୱେରେ ଭୟଙ୍କର ନୌକା ଦୁର୍ଘଟଣା । କରିବା ହ୍ରଦରେ ଏକ ଯାତ୍ରୀବାହୀ ନୌକା ଓଲଟି ପଡ଼ିବାରୁ ୭୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୧୮ ଜଣ ଶିଶୁ ଥିବା ଜଣାପଡ଼ିଛି । ଶନିବାର ଉଦ୍ଧାରକାରୀ ଦଳ…